ଜାଗରଣ, ଆତ୍ମୀୟତା ଓ ପ୍ରତିବଦ୍ଧତା ଜୀବନର ମୂଳମନ୍ତ୍ର: ପ୍ରଫେସର ଗଣେଶୀ ଲାଲ
ଭୁବନେଶ୍ୱର: ଜାଗରଣ, ଆତ୍ମୀୟତା ଓ ପ୍ରତିବଦ୍ଧତା ହେଉଛି ଜୀବନର ମୂଳମନ୍ତ୍ର ବୋଲି ଓଡ଼ିଶାର ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ରବିବାର କିସ୍ ବିଶ୍ୱବିଦ୍ୟାଳୟ ୫ମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଫେସର ଲାଲ୍ କହିଲେ, ମୁଁ କିଏ, ମୁଁ କେଉଁଠି...
Read more








