କିମ୍ସରେ ଓଡ଼ିଶାର ପ୍ରଥମ ଡିଜିଟାଲ୍ ପାଥୋଲୋଜି ସ୍କାନର୍
ଭୁବନେଶ୍ୱର: ଦ୍ରୁତ ଓ ଠିକ୍ ରୋଗ ନିର୍ଣ୍ଣୟ ପାଇଁ କିମ୍ସରେ ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ଡିଜିଟାଲ୍ ପାଥୋଲୋଜି ସ୍କାନର କାର୍ଯ୍ୟ ଆରମ୍ଭ କରିଛି। କିମସ ପାଥୋଲୋଜି ବିଭାଗରେ ଅତ୍ୟାଧୁନିକ ଏସ୍ଜି୬୦ ଡିଜିଟାଲ୍ ପାଥୋଲୋଜି ସ୍କାନରକୁ କାର୍ଯ୍ୟକ୍ଷମ କରାଯାଇଛି। ଠିକ୍ ରୋଗ ନିଦାନ...
Read more








