ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ, ଫୁଟବଲ୍ ମ୍ୟାଚ୍ ଦେଖିଲେ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ କଳିଙ୍ଗ ଷ୍ଟାଡିୟମ୍ ଯାଇ ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡ଼ା ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ । ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ମହିଳା ଫୁଟବଲ ଲିଗ୍ ର ମ୍ୟାଚ୍...
Read more








