‘ସମ୍ବଲପୁର ଚିଡ଼ିଆଖାନା’ ହେବ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର: ଧର୍ମେନ୍ଦ୍ର
ସମ୍ବଲପୁର: ସମ୍ବଲପୁର ଚିଡ଼ିଆଖାନାର ନୈସର୍ଗିକ ସୁନ୍ଦରତା ଅତ୍ୟନ୍ତ ଆକର୍ଷଣୀୟ । ଏହାକୁ ଛୋଟରୁ 'ମିଡ୍ ସାଇଜ୍ ବା ମଧ୍ୟମ ଧରଣର ଚିଡ଼ିଆଖାନାରେ ବିକଶିତ କରିବା ପାଇଁ ଡବଲ ଇଞ୍ଜିନ ସରକାର ବିଗତ ଦିନମାନଙ୍କରେ ନିଷ୍ପତି ନେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ପ୍ରାୟ...
Read more








