Our Correspondent

ପଛୁଆ ବର୍ଗରୁ ୪୦% ପ୍ରାର୍ଥୀ ଦେବ ବିଜେଡ଼ି

ଭୁବନେଶ୍ୱର: ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଛି ବିଜେଡ଼ି । ସେମାନଙ୍କୁ ନ୍ୟାର୍ଯ୍ୟ ରାଜନୈତିକ ଅଧିକାର ପ୍ରଦାନ ପାଇଁ ଆଜି ଅନୁଷ୍ଠିତ ବିଜେଡ଼ି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଐତିହାସିକ ନିଷ୍ପତ୍ତି ନିଆଯାଇଛି । ଆଗାମୀ ପଞ୍ଚାୟତ ଓ ପୌର...

Read more

ପଞ୍ଚାୟତ ନିର୍ବାଚନ ପ୍ରାର୍ଥୀ ଦେବେ ସତ୍ୟପାଠ, ଭୁଲ୍ ଥିଲେ ୬ ମାସ ଜେଲ୍

ଭୁବନେଶ୍ୱର: ଆଗାମୀ ପଞ୍ଚାୟତ ନିର୍ବାଚନରେ ଲଢ଼ିବାକୁ ଥିବା ପ୍ରାର୍ଥୀମାନଙ୍କ ପାଇଁ ସତ୍ୟପାଠ ଦାଖଲ ବାଧ୍ୟତାମୂଳକ କରାଯାଇଛି । ବିଧାୟକ, ସାଂସଦଙ୍କ ଭଳି ପଞ୍ଚାୟତ ନିର୍ବାଚନ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ ବେଳେ ସତ୍ୟପାଠ ଦେବାକୁ ପଡ଼ିବ । ସତ୍ୟପାଠରେ ଭୁଲ୍ ତଥ୍ୟ ଦେଇଥିବା...

Read more

ସୋଆର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଉନ୍ମୋଚିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୨୫ ବର୍ଷ ପୂର୍ତ୍ତି ଅବସରରେ ଏକ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଏହାର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜ ନାୟକଙ୍କ ଦ୍ୱାରା ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି । ୫ ଟଙ୍କା ମୂଲ୍ୟର ଏହି...

Read more

ଫୁଟପାଥ୍ ବେପାରୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ଫୁଟପାଥ୍ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ୱ ତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ...

Read more

ନିୟମିତ ହେବେ ୩୩୨୮ ବହୁଭାଷୀ ଶିକ୍ଷା ସହାୟକ

ଭୁବନେଶ୍ୱର: ଆଦିବାସୀ ଅଧ୍ୟୁଷିତ ୧୭ ଟି ଜିଲ୍ଲାର ଛାତ୍ରଛାତ୍ରୀମାନଙ୍କର ନିଜସ୍ୱ ମାତୃଭାଷାରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ୨୦୧୩ ମସିହାରେ ନିଯୁକ୍ତି ପାଇଥିବା ୩୩୨୮ ଜଣ ବହୁଭାଷୀ ଶିକ୍ଷା ସହାୟକଙ୍କୁ ନିୟମିତ କରିବା ପାଇଁ ରାଜ୍ୟ କ୍ୟାବିନେଟ୍ ନିଷ୍ପତ୍ତି ନେଇଛି । ନିଷ୍ପତ୍ତି...

Read more

କିଟ୍‍ ବିଶ୍ୱବିଦ୍ୟାଳୟର ପ୍ରଥମ ମହିଳା କୁଳପତି

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ସସ୍ମିତାରାଣୀ ସାମନ୍ତ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ପ୍ରଫେସର ହୃଷୀକେଶ ମହାନ୍ତିଙ୍କ କାର୍ଯ୍ୟକାଳ ଶେଷ ହୋଇଯିବା ପରେ କୁଳାଧିପତି ପ୍ରଫେସର ବେଦ ପ୍ରକାଶ ପ୍ରଫେସର ସସ୍ମିତା ସାମନ୍ତଙ୍କୁ ବିଶ୍ୱବିଦ୍ୟାଳୟର ନୂତନ...

Read more

ବଡ଼ଦିନ, ନୂଆବର୍ଷ ପାଳନ ଉପରେ କଟକଣା

ଭୁବନେଶ୍ୱର: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମଣ ଦୃଷ୍ଟିରୁ ବଡ଼ଦିନ ଓ ନୂଆବର୍ଷ ପାଳନ ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି । ଡିସେମ୍ବର ୨୫ ଏବଂ ଜାନୁଆରୀ ୧ ପାଇଁ କଟକଣା ରହିବ । କେବଳ ବାହାଘର ଓ...

Read more
Page 521 of 1025 1 … 520 521 522 … 1,025