‘ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦିଅ’
ଭୁବନେଶ୍ୱର: ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ଦିଆଯାଇପାରିବ ନାହିଁ ବୋଲି ଲୋକସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରମନ୍ତ୍ରୀ କହିବା ପରେ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ଏହି ଦାବିକୁ ଧରି ଆଜି ବିଜେଡ଼ି ବିଧାୟକମାନେ...
Read more








