Our Correspondent

‘ଆଇନଶୃଙ୍ଖଳା ଉପରେ ନଜର ରଖ’

ଭୁବନେଶ୍ୱର: ଆପଣମାନେ କୌଣସି ପ୍ରକାର ଚାପର ବଶବର୍ତ୍ତୀ ନ ହୋଇ ଅପରାଧ କ୍ଷେତ୍ରରେ ପ୍ରକୃତ ଦୋଷୀକୁ ଖୋଜି ବାହାର କରନ୍ତୁ ଓ ଆଇନ ଅନୁଯାୟୀ ଦଣ୍ଡ ଦେବା ପାଇଁ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ...

Read more

ଟାୟାର୍‍ ଟେକ୍ନୋଲୋଜି ନେଇ କିଟ୍‍ ଓ ଆପୋଲୋ ଟାୟାର୍ସ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଟାୟାର ଟେକ୍ନୋଲୋଜି ପାଠ୍ୟକ୍ରମ ନେଇ କିଟ୍‍ ବିଶ୍ୱବିଦ୍ୟାଳୟ ଓ ଆପୋଲୋ ଟାୟାର୍ସ ମଧ୍ୟରେ ମଙ୍ଗଳବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି। କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁଳପତି ପ୍ରଫେସର ଶରଣଜିତ ସିଂହ ଏଥିରେ ସ୍ୱାକ୍ଷର କରିଥିବା ବେଳେ ଆପୋଲୋ ଟାୟାର୍ସ...

Read more

ସମ୍ ହସ୍ପିଟାଲ୍ କ୍ୟାମ୍ପସ-୨ର ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ

ଭୁବନେଶ୍ୱର : ସମ୍ ହସ୍ପିଟାଲ (କ୍ୟାମ୍ପସ-୨) ଫୁଲନଖରାରେ ୨୦୨୫-୨୬ ଶିକ୍ଷା ବର୍ଷ ନିମନ୍ତେ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇଥିବା ନୂତନ ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ବୁଧବାର ହ୍ୱାଇଟ୍ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି । ଏହି ହ୍ୱାଇଟ୍ କୋଟ ଉତ୍ସବରେ ୨୫୦...

Read more

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ କୁମାରସ୍ୱାମୀ

ଭୁବନେଶ୍ୱର: କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍‌.ଡି କୁମାରସ୍ୱାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍ ମଧ୍ୟ...

Read more

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

ଭୁବନେଶ୍ୱର: ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଅବସରରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର Parliamentary Research and Training Institute for Democracies (PRIDE) ତରଫରୁ ୧୨ଟି ଦେଶର 40 ଜଣ ବିଦେଶୀ ପ୍ରତିନିଧି ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ...

Read more

ଓଡ଼ିଶାର ୩୪ ଲକ୍ଷ ଚାଷୀଙ୍କୁ ପିଏମ୍ କିଷାନ ଟଙ୍କା

ଭୁବନେଶ୍ୱର: ତାମିଲନାଡୁର କୋଏମ୍ବାଟୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପିଏମ୍ କିଷାନ ସମ୍ମାନ ନିଧିର ୨୧ତମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି । ଦେଶର ୯ କୋଟିରୁ ଅଧିକ ଚାଷୀଙ୍କୁ ୧୮ ହଜାର କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି...

Read more

‘ସରକାରଙ୍କ କାର୍ଯ୍ୟକ୍ରମ କେବଳ ଭାଷଣବାଜିରେ ସୀମିତ’

ଭୁବନେଶ୍ୱର: ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭାଷଣ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ ସରକାରଙ୍କ କାର୍ଯ୍ୟକ୍ରମ କେବଳ ଭାଷଣବାଜିରେ ସୀମିତ ହୋଇ ରହିଛି, ଲୋକଙ୍କ ପାଖରେ ପହଞ୍ଚିବାରେ ସକ୍ଷମ ହୋଇପାରି ନାହିଁ ବୋଲି କହିଛି ।...

Read more
Page 53 of 978 1 52 53 54 978