ସୂର୍ଯ୍ୟମଣି ମିଶ୍ରଙ୍କ ପ୍ରବନ୍ଧ ସଂକଳନ “କ୍ଷମତାର ଚରିତ୍ର” ଉନ୍ମୋଚିତ
ଭୁବନେଶ୍ବର: ଗଣମାଧ୍ୟମ ବିକ୍ରି ହୋଇପାରେ, ନିର୍ଦ୍ଦିଷ୍ଟ ବିଚାରର ସମର୍ଥନ କରିପାରେ, କିନ୍ତୁ ସ୍ତମ୍ଭକାର ନୁହେଁ। ମୁକ୍ତ ଓ ମୌଳିକ ଚିନ୍ତା ମାଧ୍ୟମରେ ସମାଜରେ ଏକ ବିକଳ୍ପ ବିମର୍ଶର ସୂତ୍ରପାତ କେବଳ ସ୍ତମ୍ଭକାର କରିପାରିବ ବୋଲି ବରିଷ୍ଠ କବି ତଥା ଚିନ୍ତକ ହରପ୍ରସାଦ...
Read more








