Our Correspondent

ମୁହଁ ଖୋଲିଲେ ମନ୍ତ୍ରୀ ଦିବ୍ୟଶଙ୍କର

ଭୁବନେଶ୍ୱର: ମମତା ମେହେର ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିରୋଧୀ ଦଳ ତମ୍ବି ତୋଫାନ କରୁଥିଲା ବେଳେ ଆଜି ସେ ମୁହଁ ଖୋଲିଛନ୍ତି । ଏକ ଲିଖିତ ବିବୃତି ଜାରି କରିଛନ୍ତି । ମମିତା ହତ୍ୟାକାଣ୍ଡକୁ ନେଇ...

Read more

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ୧୩

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୧୩ ଜଣ ବିଶିଷ୍ଟ ଗବେଷକ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି । ଆମେରିକାର ପ୍ରତିଷ୍ଠିତ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଏହି ବୈଜ୍ଞାନିକମାନଙ୍କ ତାଲିକାରେ...

Read more

ପୂର୍ବତନ କନେଷ୍ଟବଳ ପ୍ରସନ୍ନଙ୍କ ଘରୁ ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର: ୨୦ ବର୍ଷ ପୁଲିସ କନେଷ୍ଟବଳ ଚାକିରି କାଳରେ ପ୍ରସନ୍ନ ବେହେରା କମେଇଛନ୍ତି ଅମାପ ସମ୍ପତ୍ତି । ଚାକିରି ସାଙ୍ଗରେ ଫର୍ଣ୍ଣିଚର ବେପାର କରୁଥିଲେ, ଭାଇ ନାଁରେ ହୋଟେଲ ବାର୍ ଚଳାଉଥିଲେ । ଏହି କରିତକର୍ମା କନେଷ୍ଟବଳ ଉଭୟ ଆଡୁ ଅଜସ୍ର...

Read more

ସବୁ ଜିଲ୍ଲାରେ ଶିଶୁଙ୍କ ପାଇଁ ଥାନା

ଭୁବନେଶ୍ୱର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ...

Read more

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ଆନ୍ଦୋଳନ ତେଜିଲା

ଭୁବନେଶ୍ୱର: ମମିତା ମେହେର ହତ୍ୟା ମାମଲାକୁ ନେଇ ଏବେ ସାରା ରାଜ୍ୟ ଉଠୁଛି, ପଡୁଛି । ନୈତିକତା ଦୃଷ୍ଟିରୁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ନିଜଆଡୁ ଇସ୍ତଫା ଦେଉନାହାନ୍ତି କି ମୁଖ୍ୟମନ୍ତ୍ରୀ ତାଙ୍କୁ ବହିଷ୍କାର କରୁନାହାନ୍ତି । ଏହାକୁ ନେଇ ବିଜେପି ଓ...

Read more

କରୋନା ମୃତକ କିଟ୍‌ କର୍ମଚାରୀଙ୍କ ପରିବାରକୁ ସହାୟତା

ଭୁବନେଶ୍ୱର: କିଟ୍‌ ଓ କିସ୍‌ ପକ୍ଷରୁ ଏହାର କର୍ମଚାରୀଙ୍କ କଲ୍ୟାଣ ସକାଶେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପରାମର୍ଶ କ୍ରମେ ସମୟକୁ ସମୟ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି । ଇତି ମଧ୍ୟରେ ସମଗ୍ର ବିଶ୍ୱରେ କରୋନାର କରାଳ ଛାୟା ଘୋଟି ଯାଇଥିବା...

Read more

‘ଗୋବିନ୍ଦ-ମମିତାଙ୍କ ମଧ୍ୟରେ ମନ୍ତ୍ରୀ କରିଥିଲେ ବୁଝାମଣା ବୈଠକ’

ଭୁବନେଶ୍ୱର: ମମିତା ମେହେର ହତ୍ୟାକାରୀ ଗୋବିନ୍ଦ ସାହୁ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଘନିଷ୍ଠ ସମ୍ପର୍କକୁ ନେଇ ସାରା ରାଜ୍ୟ ହୁଲସ୍ତୁଲ ହେଉଥିଲା ବେଳେ ଆଜି ଏକ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ର । ମମିତା...

Read more
Page 539 of 1025 1 … 538 539 540 … 1,025