ସାଧାରଣ ଲୋକଙ୍କ କଥା ଧୈର୍ଯ୍ୟର ସହ ଶୁଣ, ସମାଧାନ କର
ଭୁବନେଶ୍ୱର: ଆମ୍ଭେମାନେ ଯିଏ ଯେଉଁ ପଦବୀରେ ଥାଉ ନା କାହିଁକି, ଆମେ ସମସ୍ତେ ଜନସେବା ପାଇଁ ଉତ୍ସର୍ଗୀକୃତ ଏବଂ ଆମର କାର୍ଯ୍ୟକଳାପ ପାଇଁ ଆମେ ଜନସାଧାରଣଙ୍କ ପାଖରେ ଉତ୍ତରଦାୟୀ। ସେଥିପାଇଁ ଆପଣମାନେ ଲୋକଙ୍କ ସହିତ ମିଶନ୍ତୁ, ସାଧାରଣ ଲୋକଟିର କଥା ଧୈର୍ଯ୍ୟର...
Read more








