ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ହୁଲସ୍ତୁଲ
ଭୁବନେଶ୍ୱର: ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡରେ ବିବାଦକୁ ଆସିଥିବା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି ଜୋର୍ ହୋଇଛି । ଉଭୟ ବିଜେପି ଓ କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ବିକ୍ଷୋଭ ଆନ୍ଦୋଳନ ଆରମ୍ଭ ହୋଇଛି...
Read more








