Our Correspondent

ହସ୍ପିଟାଲ୍ ରେ କରୋନା ସଂକ୍ରମିତଙ୍କୁ ନିଜ ଲୋକର ସେବା ମିଳୁଛି

ଭୁବନେଶ୍ୱର : ପରିବାରର କେହି କରୋନା ସଂକ୍ରମିତ ହୋଇଗଲେ ଆମେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ବ୍ୟତିବ୍ୟସ୍ତ ହୋଇଉଠୁଛୁ । ଏହି ଅଦୃଶ୍ୟ ଶତ୍ରୁ ଦ୍ୱାରା କବଳିତ ହେବା ପରେ ସେହି ଆତ୍ମୀୟ ଜଣଙ୍କ ପାଖରେ ଯଦି କେହି ନିଜ ଲୋକ ରହିପାରିବା...

Read more

ଏୟାରଲିଫ୍ଟ ହେଲେ ଏଡିଜି ଦେବାଶିଷ ପାଣିଗ୍ରାହୀ

ଭୁବନେଶ୍ୱର: ଅତିରିକ୍ତ ପୁଲିସ ଡିଜି ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଡକ୍ଟର ଦେବାଶିଷ ପାଣିଗ୍ରାହୀଙ୍କୁ ଏୟାର ଆମ୍ବୁଲାନ୍ସରେ ଆଜି କୋଲକତା ନିଆଯାଇଛି । ଅପରାହ୍ନ ୧.୧୦ ମିନିଟ୍ ରେ କଟକ ଅଶ୍ୱିନୀ ହସ୍ପିଟାଲ୍ ରୁ ଗ୍ରୀନ୍ କରିଡରରେ ତାଙ୍କୁ ଭୁବନେଶ୍ୱର ଏୟାରପୋର୍ଟ ଅଣାଯାଇଥିଲା...

Read more

‘ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କୁ କୋଭିଡ୍ ଯୋଦ୍ଧା ମାନ୍ୟତା ମିଳୁ’

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀମାନଙ୍କୁ କୋଭିଡ୍ ଯୋଦ୍ଧା ଘୋଷଣା କରିବାକୁ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଦେଇଥିବା ଚିଠିରେ ମୁଖ୍ୟ ପ୍ରଶାସକ...

Read more

ସହରାଞ୍ଚଳ ଉଠାଦୋକାନୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍

ଭୁବନେଶ୍ୱର: କରୋନା ଲକଡାଉନ୍ ରେ ଜୀବିକା ମାଡ଼ ଖାଇଥିବା ସହରାଞ୍ଚଳ ଉଠାଦୋକାନୀ(ଷ୍ଟ୍ରିଟ୍ ଭେଣ୍ଡର)ଙ୍କ ଦୁଃଖ ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଥିକ ଦୃଷ୍ଟିରୁ ବିଶେଷ କ୍ଷତିଗ୍ରସ୍ତ ଏମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ରିଲିଫ୍ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ...

Read more

ଏକାମ୍ର ଯୋଜନା ପାଇଁ ଉପଦେଷ୍ଟା କମିଟି

ଭୁବନେଶ୍ୱର: ଏକାମ୍ର ଯୋଜନାର ସଫଳ ରୂପାୟନ ପାଇଁ ରାଜ୍ୟ ସରକାର ୧୯ ଜଣିଆ ଉପଦେଷ୍ଟା କମିଟି ଗଠନ କରିଛନ୍ତି । ଶ୍ରୀ ସଂତୃପ୍ତ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଛି । ପୂର୍ତ୍ତ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତ ବିଜ୍ଞପ୍ତି...

Read more

ସମସ୍ତଙ୍କୁ ମାଗଣା କରୋନା ଟିକା

ନୂଆଦିଲ୍ଲୀ: ଦେଶର ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି । ଟିକାକରଣ ଦାୟିତ୍ୱ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଭାବେ ନିଜ ହାତକୁ ନେଇଛନ୍ତି । କେନ୍ଦ୍ର ସରକାର ଟିକା ଉତ୍ପାଦନକାରୀ କମ୍ପାନୀଠାରୁ ଉତ୍ପାଦନର ୭୫...

Read more
Page 581 of 1024 1 … 580 581 582 … 1,024