ସାମ୍ବାଦିକଙ୍କୁ କୋଭିଡ୍ ସମ୍ମୁଖ ଯୋଦ୍ଧା ମାନ୍ୟତା
ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ଫ୍ରଣ୍ଟଲାଇନ୍ କୋଭିଡ୍ ୱାରିଅର୍ ବା ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ୬୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ । ପ୍ରସ୍ତାବକୁ ଅନୁମୋଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି,...
Read more








