ମାଆ, ମାତୃଭାଷା ଓ ମାତୃଭୂମିକୁ ଭୁଲିଯିବା ଉଚିତ ନୁହେଁ: ଉପରାଷ୍ଟ୍ରପତି
ଭୁବନେଶ୍ୱର: ମାଆ, ମାତୃଭାଷା ଓ ମାତୃଭୂମିକୁ ଆମେମାନେ ଭୁଲିଯିବା ଉଚିତ ନୁହେଁ । ଅଚ୍ୟୁତ ସାମନ୍ତଙ୍କ ଲିଖିତ ‘ମାଇଁ ମଦର - ମାଇଁ ହିରୋ’ ଇଂରାଜୀ ପୁସ୍ତକ ଶୁକ୍ରବାର ରାଜଭବନଠାରେ ଉନ୍ମୋଚନ କରି ଏହା କହିଛନ୍ତି ଭାରତର ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା...
Read more








