ନୂଆପଡ଼ା ଫଳାଫଳ ଓଡ଼ିଶା ରାଜନୀତିକୁ ନୂଆ ଦିଶା ଦେଖାଇବ: ପ୍ରସାଦ
ଭୁବନେଶ୍ୱର: ଭାରତ ବର୍ଷର ରାଜନୀତିକୁ ଆଗାମୀ ଦିନରେ ଯେଭଳି ବିହାର ନିର୍ବାଚନ ଫଳାଫଳ ପ୍ରଭାବିତ କରିବ ଠିକ୍ ସେହିପରି ନୂଆପଡାର ଉପନିର୍ବାଚନ ଫଳାଫଳ ଓଡ଼ିଶା ରାଜନୀତିକୁ ଏକ ନୂଆ ଦିସା ଦେଖାଇବ। ନୂଆପଡାରେ ବିଜେପି ଓ ବିଜେଡ଼ି ମଧ୍ୟରେ ସଲାକୁସ୍ଥିର ଲଢେଇ...
Read more








