ଏଥର ମାଟ୍ରିକ ପରୀକ୍ଷା ଫିସ୍ ଛାଡ
ଭୁବନେଶ୍ୱର: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ...
Read more








