କିମସରେ ଖୋଲିଲା ପୋଷ୍ଟ କୋଭିଡ୍ ମାତୃ ଓ ଶିଶୁ କ୍ଲିନିକ୍
ଭୁବନେଶ୍ଵର: କରୋନାରୁ ସୁସ୍ଥ ହୋଇଥିବା ପ୍ରସୂତି ମହିଳା ଓ ସେମାନଙ୍କ ନବଜାତ ଶିଶୁଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ଓ ଚିକିତ୍ସା ନିମନ୍ତେ କିମସରେ ଏକ ପୋଷ୍ଟ କୋବିଡ ମାତୃ ଓ ଶିଶୁ କ୍ଲିନିକ ଖୋଲିଛି। ଏହି କ୍ଲିନିକରେ ବରିଷ୍ଠ ସ୍ତ୍ରୀ ରୋଗ ବିଶେଷଜ୍ଞ...
Read more








