ସୋଆରେ ଖୋଲିଲା ଆଇଇଇଇ ଓ କମ୍ପ୍ୟୁଟର ସୋସାଇଟି ଷ୍ଟୁଡେଣ୍ଟ ବ୍ରାଞ୍ଚ
ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୃତିଗତ, ବୈଷୟିକ ଏବଂ ଗବେଷଣାତ୍ମକ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟର୍ସ (ଆଇଇଇଇ)ର ଷ୍ଟୁଡେଣ୍ଟ ବ୍ରାଞ୍ଚ ଆଇଟିଇଆର ପରିସରରେ ଉଦ୍ଘାଟିତ ହୋଇଛି । ସେହିପରି ଆଇଇଇଇ କମ୍ପ୍ୟୁଟର ସୋସାଇଟିର...
Read more








