ନିଟ୍, ଜେଇଇ ପ୍ରବେଶିକା ପରୀକ୍ଷା ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଦାବି
ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୧ ରୁ ୬ ଜେଇଇ(ମେନ୍) ଏବଂ ସେପ୍ଟେମ୍ବର ୧୩ ରେ ନିର୍ଦ୍ଧାରିତ ନିଟ୍ ପରୀକ୍ଷା ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରୀୟାଲ୍ ନିଶାଙ୍କଙ୍କୁ ମୁଖ୍ୟମନ୍ତ୍ରୀ ଆଜି ଏ ମର୍ମରେ...
Read more








