ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା
ଭୁୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଆଜି ସଂଧ୍ୟାରେ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । କୋଭିଡ୍-୧୯ ଲକ୍ଷଣ ଦେଖାଯିବା କାରଣରୁ ମୁଁ ପରୀକ୍ଷା କରିଥିଲି । ରିପୋର୍ଟ ପଜିଟିଭ୍ ଆସିଛି । ଡାକ୍ତରଙ୍କ...
Read more








