କ୍ୟୁଏସ୍ ଆଇ-ଗଜ୍ ଡାଇମଣ୍ଡ ୟୁନିଭର୍ସିଟି ରେଟିଂରେ ସୋଆ
ଭୁବନେଶ୍ୱର : ପୂର୍ବ ଭାରତର ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ କ୍ୟୁଏସ୍ ଆଇ-ଗଜ୍ ଡାଇମଣ୍ଡ ୟୁନିଭର୍ସିଟି ରେଟିଂ ହାସଲ କରିଛି ସୋଆ । ରେଟିଂର ପ୍ରାଥମିକ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଶିକ୍ଷା ପ୍ରଦାନ ଏବଂ ଶିକ୍ଷା ଗ୍ରହଣ, ଗବେଷଣା, ସାମାଜିକ ଦାୟିତ୍ୱ, ଫ୍ୟାକଲ୍ଟିମାନଙ୍କ...
Read more








