ମହାନଦୀ ଜଳ ବିବାଦରେ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ
ନୂଆଦିଲ୍ଲୀ/ଭୁୁବନେଶ୍ୱର: ମହାନଦୀ ଜଳକୁ ନେଇ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିବା ଆବଶ୍ୟକ l ଟ୍ରିବୁନାଲ ନୁହେଁ, ମଧ୍ୟସ୍ଥତା ମାଧ୍ୟମରେ ସମାଧାନ ହେବା ଆବଶ୍ୟକ ବୋଲି ସୁପ୍ରିମ କୋର୍ଟ ର ପୂର୍ବତନ ବିଚାରପତି...
Read more








