ବିଶ୍ୱରେ ୫୦୧ କୋହର୍ଟରେ କିଟ୍, ଭାରତର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଟାଇମ୍ସ ହାଇଅର ଏଜୁକେସନ୍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ପ୍ରକାଶ ପାଇଛି। ଚଳିତବର୍ଷ କିଟ୍ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ବିଶ୍ୱ ତଥା ସର୍ବଭାରତୀୟସ୍ତରରେ ତାର ସ୍ଥାନରେ ଉନ୍ନତି ଆଣିଛି। ଗୁରୁବାର ଟାଇମ୍ସ ହାଇଅର ଏଜୁକେସନ୍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ-...
Read more








