“ବନ୍ଦେ ଉତ୍କଳ ଜନନୀ” ରେ ସ୍ୱର ମିଳାଇଲା ସୋଆ
ଭୁବନେଶ୍ୱର: କରୋନା ମହାମାରୀ ବିରୁଦ୍ଧରେ ଲଢ଼ୁଥିବା ଆଗଧାଡିର କରୋନା ଯୋଦ୍ଧାମାନଙ୍କୁ ଉତ୍ସାହିତ ଓ ସମ୍ମାନିତ କରିବା ନିମନ୍ତେ ଶନିବାର ସାରା ଓଡ଼ିଶା ସହିତ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ମଧ୍ୟ କାଳଜୟୀ ଓଡ଼ିଆ ଦେଶାତ୍ମବୋଧକ ସଂଗୀତ “ବନ୍ଦେ ଉତ୍କଳ ଜନନୀ” ଗାନ...
Read more








