୫୭ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟକୁ ମଞ୍ଜୁରୀ, ଓଡ଼ିଶାରେ ୬
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ...
Read more







