‘୮୦% ଆକ୍ରାନ୍ତଙ୍କର କରୋନା ଲକ୍ଷଣ ନାହିଁ’
ଭୁୁବନେଶ୍ୱର: ଜାତୀୟ ସ୍ୱାସ୍ଥ୍ୟ ମିଶନ୍ ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଆଜିର ସାମ୍ବାଦିକ ସମ୍ମିଳନୀରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ରାଜ୍ୟରେ ଏବେ ସୁଦ୍ଧା ୫୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଆକ୍ରାନ୍ତଙ୍କର କରୋନା ଲକ୍ଷଣ ନାହିଁ ।...
Read more








