ମହିଳା କଂଗ୍ରେସର ବିଧାନସଭା ଘେରାଉ
ଭୁବନେଶ୍ୱର: ଆଜି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ମିନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ଓଡ଼ିଶାରେ ମହିଳା ଅତ୍ୟାଚାର, ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ବିଧାନସଭା ଘେରାଉ କରାଯାଇଥିଲା । ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ...
Read more








