କିଟ୍ ଓ କିସ୍ ପରିଦର୍ଶନରେ ୧୦ ଦେଶର ରାଷ୍ଟ୍ରଦୂତ
ଭୁବନେଶ୍ୱର: ଲାଟିନ ଆମେରିକା ଏବଂ କାରିବିଆନ୍ ଦେଶଗୁଡିକର ପ୍ରତିନିଧିତ୍ୱ କରୁଥିବା ଦଶ ଜଣ ରାଷ୍ଟ୍ରଦୂତ ଆଜି କିଟ୍ ଏବଂ କିସ ପରିଦର୍ଶନ କରିବା ସହ ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି) ଗୋଲ ଟେବଲ ବୈଠକରେ ଯୋଗଦେଇ ଆଲୋଚନା କରିଥିଲେ। ପେରୁ,...
Read more








