୧୨ ଟି ଜିଲ୍ଲାରେ ୨୭ଟି ନୂଆ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଓୟୁଏଟି ସ୍ଥିତ କନ୍ଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିପାଇଁ ୨୫ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ...
Read more








