Our Correspondent

ପୋଲିସର ରାଜ୍ୟବ୍ୟାପୀ ସ୍ପେଶାଲ ଡ୍ରାଇଭ୍‌

ଭୁବନେଶ୍ୱର: ରାଜ୍ୟରେ ଆଇନ ଶୃଙ୍ଖଳା ବିଗିଡି ଯାଇଥିବାରୁ ଶେଷରେ ଆକ୍ସନ ମୋଡକୁ ଆସିଛି ପୁଲିସ। ଡିଜି ୱାଇ. ଭି. ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ମେ ୧୨ ତାରିଖରୁ ରାଜ୍ୟର ସମସ୍ତ ପୋଲିସ ରେଞ୍ଜ୍‌ ଅନ୍ତର୍ଗତ ଜିଲ୍ଲା ଏସପି ଏବଂ ପୋଲିସ କମିଶନର,...

Read more

‘ରବିଧାନ ସଂଗ୍ରହ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ’

ଭୁବନେଶ୍ୱର: ଚାଷୀଙ୍କୁ ଏମଏସପି ସହିତ ୮୦୦ ଟଙ୍କାର ଇନପୁଟ ସବସିଡି ଦେବାର ଆଶ୍ୱାସନା ଦେଇଥିବା ବିଜେପି ସରକାରର ଚାଷୀ ମାରଣ ନୀତି ଯୋଗୁଁ ନିଜର ହକ୍ ପାଇଁ ଆଜି ଚାଷୀକୂଳ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେଉଥିବା କହି କଡ଼ା ସମାଲୋଚନା କରିଛି...

Read more

ବୁବୁନ ସାହୁ ଓଏଏସ୍ ଟପ୍ପର

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା ୨୦୨୪ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏଥିରେ ମୋଟ ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୭୮ ମହିଳା ଅଛନ୍ତି । ବୁବୁନ...

Read more

ବିଜେପିରେ ମିଶିବାକୁ ବିଜେଡି ଛାଡ଼ିଲେ

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଆଜି ସେ ତାଙ୍କର ଇସ୍ତଫାପତ୍ର ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି । ଏତେ ବର୍ଷ ଧରି ଲୋକଙ୍କ ସେବା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ ସେ ନବୀନ ବାବୁଙ୍କୁ...

Read more

ଆଇନଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁୁବନେଶ୍ୱର): ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଚିନ୍ତାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରିସ୍ଥିତିରେ କିଭଳି ଉନ୍ନତି ଆସିବ ସେଥିଲାଗି ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା ଏବଂ ଡିଜି ୱାଇ.ବି ଖୁରାନିଆଙ୍କ ସହିତ ପୁଣି...

Read more

‘ତିଗିରିଆରେ ଗଣତନ୍ତ୍ରର ହତ୍ୟା’

ଭୁୁବନେଶ୍ୱର: ଆଠଗଡ଼ ନିର୍ବାଚନମଣ୍ଡଳୀରେ ବିଧାୟକ ରଣେନ୍ଦ୍ର ପ୍ରତାପ(ରାଜା) ସ୍ୱାଇଁଙ୍କ ଉପରେ ଗତକାଲି ହୋଇଥିବା ଆକ୍ରମଣ ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ସେ ତାଙ୍କର...

Read more

ଖର୍ଚ୍ଚକାଟ; ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ

ଭୁବନେଶ୍ୱର: ସାମ୍ପ୍ରତିକ ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ଦେଶରେ ପେଟ୍ରୋଲ ଡିଜେଲ ଖର୍ଚ୍ଚକାଟ ପାଇଁ ପ୍ରଧାନମନ୍ତ୍ରୀ ନିକଟରେ ନିବେଦନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ମୁଖ୍ୟମନ୍ତ୍ରୀ ତାଙ୍କ କାର୍‌କେଡ୍‌’ର ଗାଡ଼ିସଂଖ୍ୟା ଅଧା କରିଥିବା ବେଳେ ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚ...

Read more
Page 8 of 978 1 7 8 9 978