Our Correspondent

ନୂଆ ଭୁବନେଶ୍ୱର ସହର ପାଇଁ ମାଷ୍ଟର ପ୍ଲାନ୍, ଖର୍ଚ୍ଚ ହେବ ୮,୧୭୯ କୋଟି

ଭୁବନେଶ୍ୱର: ଗୋଠପାଟଣା, ମଳିପଡ଼ା ଓ ଦାଶପୁର ଅଞ୍ଚଳର ୮୦୦ ଏକର ଜମିରେ ଗଢ଼ି ଉଠିବ ନୂଆ ଭୁବନେଶ୍ୱର ସହର । ଏହି ପ୍ରକଳ୍ପ ପାଇଁ ୧୫ ବର୍ଷରେ ଖର୍ଚ୍ଚ ହେବ ୮,୧୭୯ କୋଟି ଟଙ୍କା । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏହି...

Read more

‘ଡିକୋଡିଙ୍ଗ କର୍ମ-ଫ୍ରମ୍ ବାର୍ଥ ଟୁ ରିବାର୍ଥ’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ମୁଁ କିଏ ? ମୁଁ କେଉଁଠାରୁ ଆସିଛି ? ମୃତ୍ୟୁ ପରେ ମୋ ସହିତ କ’ଣ ହେବ ? ଏହା ହୁଏତ ଅତ୍ୟଧିକ ଦାର୍ଶନିକ ପ୍ରଶ୍ନ ହୋଇପାରେ, କିନ୍ତୁ ଏଭଳି ପ୍ରଶ୍ନକୁ ନେଇ ଆତ୍ମଚିନ୍ତନ କଲେ ନିଜ ମନରେ ବେଶ...

Read more

ସିପି ରାଧାକ୍ରିଷ୍ଣନ୍ ନୂଆ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତର ନୂଆ ଉପରାଷ୍ଟ୍ରପତି ହେଲେ ସିପି ରାଧାକ୍ରିଷ୍ଣନ୍ । ଏନଡିଏ ପ୍ରାର୍ଥୀ ତଥା ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ରାଧାକ୍ରିଷ୍ଣନ୍ ତାଙ୍କ ପ୍ରତିଦ୍ୱନ୍ଦୀ ଇଣ୍ଡି ମେଣ୍ଟ ପ୍ରାର୍ଥୀ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ବି. ସୁଦର୍ଶନ ରେଡ୍ଡୀଙ୍କୁ ୧୫୨ ଭୋଟରେ...

Read more

ବିଜେଡି ଛାଡ଼ିଲେ ଭାସ୍କର ରାଓ

ଭୁବନେଶ୍ୱର: ବିଜେଡି ଛାଡ଼ିଛନ୍ତି ବରିଷ୍ଠ ନେତା ଏନ.ଭାସ୍କର ରାଓ । ତାଙ୍କ ସହ ପୂର୍ବତନ ମନ୍ତ୍ରୀ ଲାଲ ବିହାରୀ ହିମିରିକା ଏବଂ ଶତାଧିକ ସମର୍ଥକ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି । ରାୟଗଡ଼ା ଜିଲ୍ଲା ସଭାପତି ଚୟନରେ ମନମୁଖୀ କାର୍ଯ୍ୟର ପ୍ରତିବାଦରେ...

Read more

ସମ୍ ହସ୍ପିଟାଲରେ ଚତୁର୍ଥ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା ସମ୍ପନ୍ନ

ଭୁବନେଶ୍ୱର: ସମ୍ ହସ୍ପିଟାଲରେ ସୋମବାର ଜଣେ ୫୨ ବର୍ଷୀୟ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଠାରୁ ଯକୃତ ବାହାର କରାଯାଇ ଭୁବନେଶ୍ୱରର ଅନ୍ୟ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ରୋଗୀଙ୍କ ଶରୀରରେ ପ୍ରତ୍ୟାରୋପଣ ନିମନ୍ତେ ପ୍ରେରଣ କରାଯାଇଛି । ଗତ ଅଗଷ୍ଟ ୩୧ରେ...

Read more

ସୋଆ ଏବଂ ଆଇଟିିଇଆରକୁ ଟାଇମ୍ସ ବିଜିନେସ୍ ଆୱାର୍ଡ

ଭୁବନେଶ୍ୱର: ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ଏବଂ ଶିଳ୍ପ କ୍ଷେତ୍ର ନିମନ୍ତେ ପ୍ରସ୍ତୁତିକୁ ନେଇ ‘ପୂର୍ବ ଭାରତର ପ୍ରମୁଖ ବିଶ୍ୱବିଦ୍ୟାଳୟ’ ଭାବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ନିକଟରେ ପାଟନା ଠାରେ ଆୟୋଜିତ ଟାଇମ୍ସ ବିଜିନେସ୍ ଆୱାର୍ଡ୍ସ ୨୦୨୫ କାର୍ଯ୍ୟକ୍ରମରେ ସମ୍ମାନିତ...

Read more

ରାଜେନ୍ଦ୍ର ଢ଼ୋଲକିଆଙ୍କ ପରଲୋକ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢ଼ୋଲକିଆଙ୍କର ପରଲୋକ ଘଟିଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ଶେଷ...

Read more
Page 80 of 978 1 79 80 81 978