ମନ୍ତ୍ରୀମାନଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଛନ୍ତି । ନିରଞ୍ଜନ ପୂଜାରୀଙ୍କ ହାତରେ ଗୁରୁତ୍ୱପୂର୍ଣ୍ଣ ଅର୍ଥ ଏବଂ ରାଜସ୍ୱ ବିଭାଗ ଦିଆଯାଇଥିବା ବେଳେ ସୁଦାମ ମାରାଣ୍ଡିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଦାୟିତ୍ୱ ଦିଆଯାଇଛି ।...
Read more








