Our Correspondent

୫-ଟି ଚଳୁରେ ସାହେବଙ୍କ ଚଙ୍ଗୁ-ମଙ୍ଗୁ!

ଭୁବନେଶ୍ୱର: ବିଜେଡି ସରକାର ଅମଳର ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟରେ କୋଟି କୋଟି ଟଙ୍କା ଚଳୁ ହୋଇଛି । ଏହି କାର୍ଯ୍ୟରେ ସରକାରୀ ବ୍ୟବସ୍ଥା ଓ ନିୟମ କାନୁନର ଧଜିଆ ଉଡ଼ିଛି । ସିଏଜି ଧରିଥିବା ୫-ଟି ରୂପାନ୍ତର ଦୁର୍ନୀତିର ତଥ୍ୟ...

Read more

ଅବହେଳିତ ନିଷ୍ପେସିତ ମହିଳାଙ୍କ ସ୍ୱର ହେବ ବିଜୁ
ମହିଳା ଜନତା ଦଳ: ସ୍ନେହାଙ୍ଗିନୀ

ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ନିଯୁକ୍ତି ପାଇବା ପରେ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଆଜି ରାଜ୍ୟରେ ମହିଳା ମାନଙ୍କୁ ସୁରକ୍ଷା ଓ ସମ୍ମାନ ପ୍ରଦାନରେ ରାଜ୍ୟ ବିଜେପି ସରକାର ବିଫଳ ହୋଇଛନ୍ତି ବୋଲି କହିଛନ୍ତି । ରାଜ୍ୟରେ...

Read more

ସୋଆ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ମେଡିକାଲ୍ ସାଇନ୍‌ସେସ ଏବଂ ଇଞ୍ଜିନିୟରିଂ କ୍ଷେତ୍ରରେ ବି ଆଗରେ

ଭୁବନେଶ୍ୱର, ସେପ୍ଟେମ୍ବର ୪: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ ହୋଇଛି । ଗୁରୁବାର କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ...

Read more

ଦିଲ୍ଲୀରେ ପ୍ରେସ କନ୍‌ଫରେନ୍‌ସରେ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ “2047 ସୁଦ୍ଧା ବିକଶିତ ଭାରତ” ପରିକଳ୍ପନ ଳ୍ପନାକୁ ସାକାର କରିବା ଲାଗି ଦେଶର ଆର୍ଥିକ ପ୍ରଗତିକୁ ତ୍ବରାନ୍ବିତ କରିବାର ଆବଶ୍ୟକ‌ତା ରହିଛି । ଏହି ଲକ୍ଷ୍ୟ ହାସଲ ଲାଗି ଆମ ଦେଶରେ ପ୍ରଚଳିତ କର ପ୍ରଶାସନରେ...

Read more

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି

ଭୁବନେଶ୍ୱର: ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ଚଳିତ ଶିକ୍ଷାବର୍ଷରୁ ଏମବିବିଏସ୍ ପାଠ୍ୟକ୍ରମ ନିମନ୍ତେ ୫୦ଟି ସିଟ୍ ବୃଦ୍ଧି କରିବାକୁ ଜାତୀୟ ମେଡିକାଲ କମିଶନ (ଏନ୍ ଏମ୍ ସି) ଅନୁମୋଦନ କରିଛନ୍ତି। ଜାନୁଆରୀ ୨୦୨୩ରେ କଟକ -...

Read more

ଦିଲ୍ଲୀରେ ଖୋଲିଲା ଓମଫେଡ୍ କାଫେ ଓ କୋରାପୁଟ କଫି କାଫେ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀସ୍ଥିତ ଓଡ଼ିଶା ନିବାସରେ ଏକ ଓମଫେଡ୍କାଫେ ଏବଂ କୋରାପୁଟ କଫି କାଫେର ଉଦ୍‌ଘାଟନ କରିଛନ୍ତି । ଏହି କାଫେ ଦିଲ୍ଲୀରେ ବସବାସ କରୁଥିବା ଓଡିଆ ଲୋକଙ୍କ ଆବଶ୍ୟକତା ପୂରଣ କରିବା ସହିତ ଅନ୍ୟ...

Read more
Page 81 of 978 1 80 81 82 978