Our Correspondent

ଆମେ ଇତିହାସର ସଠିକ୍ ଚିତ୍ର ଉପସ୍ଥାପନ କରୁଛୁ: ଧର୍ମେନ୍ଦ୍ର

• ଇତିହାସ ଏକ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ ପାଇଁ ପଥ ପ୍ରଶସ୍ତ କରେ • ଆମ ସାଂସ୍କୃତିକ, ଐତିହାସିକ ଏବଂ ବୌଦ୍ଧିକ ଐତିହ୍ୟକୁ ଜୀବନ୍ତ କରିବାରେ ଆଗଭର ହୁଅନ୍ତୁ ଯୁବପିଢି • ଛାତ୍ରଛାତ୍ରୀମାନେ ଭାରତର ପ୍ରକୃତ 'ପରିଚୟ' ଉପସ୍ଥାପନ କରିବା ଦିଗରେ...

Read more

ଫୁଲବାଣୀ ଓ ତାଳଚେର ସରକାରୀ ମେଡିକାଲ କଲେଜକୁ ମିଳିଲା ୧୦୦ ଲେଖାଏଁ MBBS ସିଟ୍

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି। ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ, ତାଳଚେର...

Read more

ନକରାତ୍ମକତା ବିରୋଧରେ ଏକଜୁଟ ପାଇଁ ଆହ୍ୱାନ

ଭୁବନେଶ୍ୱର, ୩୧/୮: ଇଣ୍ଡିଆ ଏଗେନ୍‌ଷ୍ଟ ନେଗେଟିଭିଟି (ଆଇଏଏନ୍‍)ର ଏକାଦଶ ସଂସ୍କରଣ ରବିବାର ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସଂସଦୀୟ କମିଟି ଅଧ୍ୟକ୍ଷ ତଥା ପୂର୍ବତନ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ଭାରତରେ ଅବସ୍ଥାପିତ ରୁଆଣ୍ଡା...

Read more

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତି

ଭୁବନେଶ୍ୱର: ଦେଶରେ ବହୁଳ ଭାବେ ଆଦୃତି ଲାଭ କରିଥିବା ଭକ୍ତିଭାବପୂର୍ଣ୍ଣ ମ୍ୟୁଜିକ ଭିଡ଼ିଓ ‘ଭୋଲେନାଥ‘ର ଗାୟକ ଏବଂ ଅଭିନେତା ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁରାତନ ଛାତ୍ର ଅନୁରାଗ କୀର୍ତି ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ...

Read more

ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ
 ସ୍ୱର ହୁଅ: ନବୀନ

ଭୁବନେଶ୍ୱର: ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରି ବିଧାୟକ ତଥା ଦଳର ଉପସଭାପତି ଡ଼ ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ...

Read more

୧୬ଟି ନୂଆ ଏନ୍‌.ଏ.ସି, ୭ଟି ନୂଆ ମୁନିସିପାଲିଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

.ଭୁବନେଶ୍ୱରର ୩୯୪ଟି ଅର୍ଥନୈତିକ ଦୁର୍ବଳ ପରିବାରକୁ ଗୃହ ଆବଣ୍ଟିତ .ସରକାରୀ ଯୋଜନା ଗୁଡିକର ଲାଭ ସୁବିଧାରେ ପହଞ୍ଚାଇବା ପାଇଁ ରାଜ୍ୟର ସମସ୍ତ ପୌରାଞ୍ଚଳକୁ ‘ସହଯୋଗ’ କାର୍ଯ୍ୟକ୍ରମ ସଂପ୍ରସାରିତ .‘ନେସ୍‌ନାଲ କମନ୍‌ ମୋବିଲିଟି କାର୍ଡ’ର ଶୁଭାରମ୍ଭ .‘ଆମ ବସ୍‌’ ବୁକିଂ କରିବା ପାଇଁ...

Read more

ଦିଗଜ୍ୟୋତି ଶିକ୍ଷାବୃତି ପାଇଁ ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୩୦

ଭୁବନେଶ୍ୱର: ଦିଗଜ୍ୟୋତି ଚାରିଟେବୁଲ ଏଜୁକେସନାଲ ଟ୍ରଷ୍ଟ ତରଫରୁ ଜଣାଇ ଦିଆଯାଇଛି ଯେ ବିଗତ ବର୍ଷ ଭଳି ଚଳିତ ୨୦୨୫-୨୬ ଶିକ୍ଷା ବର୍ଷ ନିମନ୍ତେ ଯୁକ୍ତ ଦୁଇ, ଯୁକ୍ତ ତିନି ଅଥବା ସ୍ନାତକୋତର ନିର୍ଦ୍ଧିଷ୍ଟ ବିଭାଗର ପ୍ରଥମ ବର୍ଷରେ ନାମ ଲେଖାଇଥିବା ଓ...

Read more
Page 82 of 978 1 81 82 83 978