ଧର୍ମେନ୍ଦ୍ରଙ୍କ ଅଙ୍ଗନବାଡ଼ି ଟାର୍ଗେଟ୍: ପରଘର ତିଅଣରେ ନବୀନଙ୍କ ଅତିଥି ସତ୍କାର
ଭୁୁବନେଶ୍ୱର: ଅଙ୍ଗନବାଡ଼ି କର୍ମଚାରୀଙ୍କ ଦରମା ବୃଦ୍ଧି ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ଘୋଷଣାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଡ଼ା ସମାଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘୋଷଣାକୁ ନିଜ ନାଁରେ ପ୍ରଚାର କରି ରାଜ୍ୟ ସରକାର ମିଛ ନାଟକ କରୁଛନ୍ତି ।...
Read more








