Our Correspondent

ନବୀନ ପଟ୍ଟନାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି । ଚିକିତ୍ସା ପାଇଁ ଅପରାହ୍ନ ୫ଟା ୧୫ ମିନିଟ୍ ରେ ତାଙ୍କୁ ସମ୍ ଅଲଟିମେଟରେ ଭର୍ତ୍ତି କରାଯାଇଛି । ତାଙ୍କର ଡିହାଇଡ୍ରେସନ୍ ହୋଇଛି ଏବଂ ଡାକ୍ତର...

Read more

ଇନ୍ଦିରା ପାର୍କ ମର୍ଣ୍ଣିଂ ୱାକର୍ସ ଆସୋସିଏସନ୍ ପକ୍ଷରୁ ୭୯ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଇନ୍ଦିରାଗାନ୍ଧୀ ପାର୍କସ୍ଥିତ ଇନ୍ଦିରାପାର୍କ ମର୍ଣ୍ଣିଂ ୱାକର୍ସ ଆସୋସିଏସନ୍ ପକ୍ଷରୁ ଏହାର ପରିସରରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ଆଧ୍ୟାତ୍ମିକବାଦୀ ସ୍ୱାମୀଜୀ ନିତ୍ୟାନନ୍ଦ ସାହୁ ଏଥିରେ ମୁଖ୍ୟଅତିଥି ରୂପେ ଯୋଗଦେଇ ସ୍ୱାଧୀନତା ଦିବସର ମହତ୍ତ୍ୱ...

Read more

ସୋଆରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ଉତ୍ସାହର ସହ ୭୯ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଜାତୀୟ ପତାକା ଉତୋଳନ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ...

Read more

ଟେକ୍-ହୋମ୍-ରାସନ୍ କାର୍ଯ୍ୟକ୍ରମରେ ହେବ ‘ତଦାରଖ ଓ ମୂଲ୍ୟାଙ୍କନ ବ୍ୟବସ୍ଥା’

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି ଛତୁଆ...

Read more

ଡିଏଭି ପୋଖରୀପୁଟରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ୭୯ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ବିଦ୍ୟାଳୟ ତା’ର ସଫଳତା...

Read more

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

ଜୟ ଜଗନ୍ନାଥ ପ୍ରିୟ ଭାଇ ଓ ଭଉଣୀମାନେ, ଅଣାଅଶୀତମ ସ୍ଵାଧୀନତା ଦିବସ ଅବସରରେ ରାଜ୍ୟବାସୀ ତଥା ଦେଶ ଓ ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଭାରତୀୟଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ଵାଧୀନତା ପରବର୍ତ୍ତୀ ଭାରତର ଗୌରବମୟ ଇତିହାସରେ ଆଜି ଏକ...

Read more

୧୦ କିଲୋମିଟର ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। ବୟାଳିଶ ମୌଜାର ବ୍ରହ୍ମପୁର ଛକ ଠାରୁ କଳପଡା ପର୍ଯ୍ୟନ୍ତ ପ୍ରାୟ ୧୦ କିଲୋମିଟର...

Read more
Page 86 of 978 1 85 86 87 978