୩ଟି ଜିଲ୍ଲାର ୮ ବ୍ଲକ, ୮୧ ଗାଁ, ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ
ଭୁବନେଶ୍ୱର,: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ...
Read more








