Our Correspondent

କଂଗ୍ରେସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିତ

ଭୁବନେଶ୍ୱର: : ବାଲେଶ୍ୱରର ଛାତ୍ରୀଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ବଳଙ୍ଗା ନାବାଳିକା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରାଯାଇଛି। ଏହି ଅବସରରେ କଂଗ୍ରେସ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ପିସିସି...

Read more

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡିଶା ଆଦିବାସୀ ମହାସଂଘ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆଦିବାସୀ ମହାସଂଘ, ଓଡିଶାର କର୍ମକର୍ତ୍ତା ଓ ସଦସ୍ୟ ମାନେ ଭେଟି ଆଦିବାସୀ ମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ...

Read more

ସୋଆ ଏସ୍ଏଚ୍ଏମ୍ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍)ର ୧୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବୁଧବାର ଏସଏଚ୍ଏମ୍ ପରିସରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଓଲିଉଡ୍ ଅଭିନେତା ପୁପିନ୍ଦର ସିଂ ମୁଖ୍ୟ...

Read more

ଅନାସ୍ଥା ବିଜେଡି ଆଣୁ ନଚେତ୍ କଂଗ୍ରେସ ଆଣିବ

ଭୁବନେଶ୍ୱର: : ରାଜ୍ୟବ୍ୟାପି ହେଉଥିବା ନାରୀ ଅନ୍ୟାୟ ଏବଂ ଅତ୍ୟାଚାର ବିରୋଧରେ କଂଗ୍ରେସ ଦଳର ଅବିରାମ ସଂଗ୍ରାମ ପରିପ୍ରେକ୍ଷୀରେ ଆଜି କଂଗ୍ରେସ ଭବନ ଠାରେ ପ୍ରଦେଶ କଂଗ୍ରେସ ସଭାପତିଙ୍କ ଆହ୍ଵାନ କ୍ରମେ ଏକ ସାମ୍ବାଦିକ ସମ୍ମିଳନୀ କଂଗ୍ରେସ ଭବନ ରେ ଅନୁଷ୍ଠିତ...

Read more

ମହାନଦୀ ଜଳବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ...

Read more

ପୂର୍ବ ଭାରତରେ ପ୍ରଥମ: ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ନ୍ୟୁରୋସର୍ଜରୀ

ଭୁବନେଶ୍ୱର: ପୂର୍ବ ଭାରତରେ ପ୍ରଥମ ଥର ପାଇଁ ସମ ହସ୍ପିଟାଲର ଡାକ୍ତରୀ ଟିମ୍ ସଫଳତାର ସହ ଏକ ଅତ୍ୟାଧୁନିକ ତଥା ଜଟିଳ ନ୍ୟୁରୋସର୍ଜରୀ ସମ୍ପାଦିତ କରିଛନ୍ତି । ରୋଗୀକୁ ସଚେତନ ଅବସ୍ଥାରେ ରଖି କର୍ଟିକାଲ୍ ଓ ସବ୍କର୍ଟିକାଲ୍ ବ୍ରେନ୍ ମ୍ୟାପିଂ ପଦ୍ଧତିରେ...

Read more

ନାରୀ ନ୍ୟାୟ ଆନ୍ଦୋଳନ ଭଣ୍ଡୁର କରିପାରିବେନି ସରକାର: କଂଗ୍ରେସ

ଭୁବନେଶ୍ୱର : ରାଜ୍ୟରେ ମାତ୍ରାଧିକ ନାରୀ ନିର୍ଯାତନା,ଅତ୍ୟାଚାର ଓ ଦୁଷ୍କର୍ମ ଆଜି ପ୍ରତ୍ୟହ ଖବରକାଗଜ ପୃଷ୍ଠା ମଣ୍ଡନ କରୁଛି । ବର୍ଷକ ମଧ୍ୟରେ ନାରୀ ନିର୍ଯାତନା ବିଗତ ବିଜେଡି ସରକାରର ରେକର୍ଡକୁ ଟପିଥିବା ବେଳେ ବର୍ତମାନର ବିଜେପି ସରକାରଙ୍କ ଅମାନବୀୟ ବ୍ୟବହାରକୁ...

Read more
Page 92 of 978 1 91 92 93 978