Friday, March 13, 2026 12:54 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ବ୍ରହ୍ମଗିରି ନିର୍ବାଚନମଣ୍ଡଳୀବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ, ସ୍ୱାସ୍ଥ୍ୟକାର୍ଡ ବାଣ୍ଟିଲେ ବିଧାୟିକା

ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

by Our Correspondent
11 Apr, 2025- 11:50 PM
in News
1 min read
0
ବ୍ରହ୍ମଗିରି ନିର୍ବାଚନମଣ୍ଡଳୀବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ, ସ୍ୱାସ୍ଥ୍ୟକାର୍ଡ ବାଣ୍ଟିଲେ ବିଧାୟିକା

ବ୍ରହ୍ମଗିରି: ଓଡ଼ିଶାରେ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନାର ଆଜି ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସାର ଓ ରସାୟନ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା କଟକ ବାଲିଯାତ୍ରା ପଡ଼ିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ କରିବା ସହ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ କରିଥିଲେ । ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରୁ ଏହି କାର୍ଯ୍ୟକ୍ରମରେ ଅଞ୍ଚଳବାସୀ ଯୋଡି ହୋଇଥିଲେ । ଏହି ଯୋଜନାକୁ ନେଇ ସମସ୍ତଙ୍କ ମନରେ ଥିଲା ପ୍ରବଳ ଉତ୍ସାହ ।

କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ସାତପଡ଼ା ପଞ୍ଚାୟତର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର ଯୋଗ ଦେଇ ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରିଥିଲେ । ରାଜ୍ୟରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପ୍ରଚଳନକୁ ନେଇ ସମସ୍ତେ ବିଧାୟିକାଙ୍କ ନିକଟରେ ଖୁସି ପ୍ରକଟ କରିଥିଲେ ।

କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ କନ୍ଦାଖାଇ, ତିତିପ, ସାତପଡ଼ା, ପଣସପଦା, ବ୍ରହ୍ମଗିରି ବ୍ଲକ୍ ଅନ୍ତର୍ଗତ ବ୍ରହ୍ମଗିରି, ଖଜୁରିଆ, ରାଇବିଧାର ଏବଂ ପୁରୀ ସଦର ବ୍ଲକ୍ ଅନ୍ତର୍ଗତ ସିରୁଳି ଏବଂ ଦୋବନ୍ଧାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ହଜାର ହଜାର ଲୋକ ଉପସ୍ଥିତ ଥିଲେ । ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ହିତାଧୀକାରୀମାନଙ୍କୁ କାର୍ଡ ବଣ୍ଟନ କରାଯାଇଥିଲା ।

ବିଶ୍ୱର ସବୁଠାରୁ ବଡ଼ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ଆୟୁଷ୍ମାନ ଭାରତ ଯୋଜନା ଦ୍ୱାରା ରାଜ୍ୟର ପ୍ରାୟ ଦେଢ଼ କୋଟିରୁ ଅଧିକ ଲୋକଙ୍କୁ ମାଗଣା ଚିକିତ୍ସା ମିଳିବ । ଏହି ଯୋଜନାରେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ଘରୋଇ ଡାକ୍ତରଖାନାରେ ହିତାଧିକାରୀ ମାଗଣା ସ୍ୱାସ୍ଥ୍ୟସେବା ପାଇପାରିବେ । ଆମ ରାଜ୍ୟର ଜନସାଧାରଣଙ୍କୁ ବିଶ୍ୱସ୍ତରୀୟ ଏବଂ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଏହି ଯୋଜନାର ଶୁଭାରମ୍ଭ କରିଥିବାରୁ ମାନନୀୟ ପ୍ରଧାନମନ୍ତ୍ରୀ ମହୋଦୟ, ମାନ୍ୟବର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମହୋଦୟ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମହୋଦୟଙ୍କୁ ବିଧାୟିକା ଶ୍ରୀମତୀ ମହାପାତ୍ର କୃତଜ୍ଞତା ଜଣାଇଛନ୍ତି ।

 

Previous Post

ନବୀନଙ୍କ ନାଲି ଆଖିକୁ ଡରିଲେନିିିି

Next Post

ଏ ଘର ମାଉସୀ ସେ ଘର ପିଉସୀ

Next Post
ଏ ଘର ମାଉସୀ ସେ ଘର ପିଉସୀ

ଏ ଘର ମାଉସୀ ସେ ଘର ପିଉସୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA