Sunday, April 26, 2026 12:31 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବାହାନଗା ଦୁର୍ଘଟଣା: ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮

ଓଡିଶାର ୩୯ ମୃତକ ଚିହ୍ନଟ, ପରିବାରକୁ ମିଳିଲା ୫ ଲକ୍ଷ ସହାୟତା

by Our Correspondent
06 Jun, 2023- 05:54 PM
in Latest News, News
1 min read
0
ବାହାନଗା ଦୁର୍ଘଟଣା: ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮

ଭୁୁବନେଶ୍ୱର: ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟାକୁ ନେଇ ସମସ୍ତଙ୍କ ମନରେ ଦ୍ୱନ୍ଦ ଲାଗି ରହିଥିବା ବେଳେ ରାଜ୍ୟ ସରକାର ଆଜି ଚୂଡ଼ାନ୍ତ ତଥ୍ୟ ଦେଇଛନ୍ତି । ଦୁର୍ଘଟଣାରେ ମୋଟ ୨୮୮ ଜଣଙ୍କର ମୃତ୍ୟୁ ହୋଇଥିବା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସ୍ପଷ୍ଟ କରିଛନ୍ତି । ବାଲେଶ୍ୱର ଜିଲ୍ଲାପାଳଙ୍କ ଚୂଡ଼ାନ୍ତ ରିପୋର୍ଟ ଆଧାରରେ ଏହି ମୃତ୍ୟୁ ସଂଖ୍ୟା କୁହାଯାଇଛି ।

ମୁଖ୍ୟ ଶାସନ ସଚିବଙ୍କ ସୂଚନା ଅନୁଯାୟୀ, ବାଲେଶ୍ୱରରେ ୯୪ଟି ମୃତଦେହ ପରିବାର ଲୋକଙ୍କୁ ଦିଆଯାଇଛି । ଭଦ୍ରକ ମେଡିକାଲରେ ଜଣେ ମୃତ୍ୟୁବରଣ କରିଥିଲେ ଏବଂ ଶବ ପରିବାରକୁ ଦିଆଯାଇଛି । ଭୁବନେଶ୍ୱରକୁ ମୋଟ ୧୯୩ ଟି ମୃତଦେହ ଆସିଥିଲା । ସେଥିରୁ ୧୧୦ଟି ମୃତଦେହ ଚିହ୍ନଟ ହେଲାପରେ ତାଙ୍କ ପରିବାରକୁ ଦିଆଯାଇଛି ।

ଏଭଳି ଭାବେ ମୋଟ ୨୮୮ ରୁ ୨୦୫ଟି ମୃତଦେହ ଚିହ୍ନଟ ଏବଂ ହସ୍ତାନ୍ତର ହୋଇଛି । ଆଉ ୮୩ଟି ମୃତଦେହ ଚିହ୍ନଟ ହୋଇପାରିନି । ସେସବୁର ଡିଏନଏ ସାମ୍ପଲ ରଖାଯାଇଛି । ଦାବିଦାର ଆସିଲେ ଡିଏନଏ ମ୍ୟାଚିଂ କରି ହସ୍ତାନ୍ତର କରାଯିବ ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସୂଚନା ଅନୁଯାୟୀ, ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଓଡ଼ିଶାର ୩୯ ଜଣ ମୃତକଙ୍କୁ ଚିହ୍ନଟ କରାଯାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱରର ସର୍ବାଧିକ ୧୪ ଜଣ ଥିବା ବେଳେ ମୟୁରଭଞ୍ଜର ୯, ଭଦ୍ରକର ୮, କଟକର ୩, ଖୋର୍ଦ୍ଧା ୨, ଯାଜପୁରର ୨ ଓ କେନ୍ଦୁଝରର ଜଣେ ଅଛନ୍ତି । ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯାଉଛି । ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧.୯୫ କୋଟି ଟଙ୍କା ମଞ୍ଜୁର ହୋଇଛି ।

ସୂଚନାଯୋଗ୍ୟ, ବାହାନଗା ଟ୍ରେନ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବାକୁ ମୁକ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ ।

Previous Post

ବିଦେଶ ମଉଜ ପାଇଁ ମଣିଷପଣିଆ ଭୁଲିଗଲେ!

Next Post

ଦାୟିତ୍ୱ ଭୁଲିଗଲେ ନୀତୀଶ କୁମାର

Next Post
ଦାୟିତ୍ୱ ଭୁଲିଗଲେ ନୀତୀଶ କୁମାର

ଦାୟିତ୍ୱ ଭୁଲିଗଲେ ନୀତୀଶ କୁମାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA