Sunday, April 26, 2026 11:23 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ହସ୍ପିଟାଲରେ ଅଛନ୍ତି ୩୮୨, ବାହାରିଲେଣି ୭୯୩

ଏସସିବିରେ ଆହତଙ୍କୁ ଭେଟିଲେ ପାଣ୍ଡିଆନ୍

by Our Correspondent
03 Jun, 2023- 10:23 PM
in Latest News, News
1 min read
0
ହସ୍ପିଟାଲରେ ଅଛନ୍ତି ୩୮୨, ବାହାରିଲେଣି ୭୯୩

ଭୁବନେଶ୍ୱର: ଭୟଙ୍କର ରେଳ ଦୁର୍ଘଟଣାରେ ଆହତ ୧୧୭୫ ଜଣଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ସରକାରୀ ଓ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ୭୯୩ ଜଣଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ବାଲେଶ୍ୱର ମୁଖ୍ୟ ଡାକ୍ତରଖାନା ଏବଂ କଟକ ଏସସିବି ସମେତ ବିଭିନ୍ନ ହସ୍ପିଟାଲରେ ବର୍ତ୍ତମାନ ୩୮୨ ଆହତଙ୍କୁ ଚିକିତ୍ସା କରାଯାଉଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ଅନ୍ୟମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ରାତିରେ ଏହି ଅପଡେଟ୍ ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ସଂଧ୍ୟାରେ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ କଟକ ଏସସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ୍ ଯାଇ ସେଠାରେ ଚିକିତ୍ସାଧୀନ ବ୍ୟକ୍ତିଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ । ରାଜ୍ୟ ସରକାରଙ୍କ ପକ୍ଷରୁ ଉନ୍ନତ ଚିକିତ୍ସା ଏବଂ ଅନ୍ୟାନ୍ୟ ସହାୟତା ଯୋଗାଇ ଦିଆଯାଉଥିବା ସେ ଆଶ୍ୱାସନା ଦେଇଥିଲେ ।

ଶ୍ରୀ ପାଣ୍ଡିଆନ୍ ଡାକ୍ତର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କୁ ଭେଟି ମଧ୍ୟ ଆଲୋଚନା କରିଥିଲେ । ଆହତମାନଙ୍କୁ ଆଶୁ ଚିକିତ୍ସା ଯୋଗାଇବା ଏବଂ ରକ୍ତଦାନରେ ସେମାନଙ୍କର ନିଷ୍ଠାପର ଉଦ୍ୟମକୁ ସେ ପ୍ରଶଂସା କରିବା ସହିତ ଧନ୍ୟବାଦ ଜଣାଇଥିଲେ । ଏହି ସଙ୍କଟବେଳେ ଡାକ୍ତର ଓ କର୍ମଚାରୀମାନଙ୍କ ନିଃସ୍ୱାର୍ଥପର ସହଯୋଗ ବହୁ ମୂଲ୍ୟବାନ ଜୀବନ ବଞ୍ଚାଇ ଦେଇଥିବା ସେ କହିଥିଲେ ।

Previous Post

ଟ୍ରେନ୍ ଟ୍ରାଜେଡି: ୧୬ ଘଣ୍ଟାର ଅପରେସନ୍ ସରିଲା

Next Post

ଭୁବନେଶ୍ୱର ଅଣାଗଲା ୧୭୦ ମୃତଦେହ

Next Post
ଭୁବନେଶ୍ୱର ଅଣାଗଲା ୧୭୦ ମୃତଦେହ

ଭୁବନେଶ୍ୱର ଅଣାଗଲା ୧୭୦ ମୃତଦେହ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA