Tuesday, February 24, 2026 01:22 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପୂର୍ବଥରର ପାଖାପାଖି ହେଲା ଭୋଟହାର

୬ଟା ସୁଦ୍ଧା ବାଲେଶ୍ୱର ୭୧%, ତିର୍ତ୍ତୋଲ ୬୯.୯%

by Our Correspondent
03 Nov, 2020- 07:22 PM
in Latest News, News, Politics
1 min read
0
ପୂର୍ବଥରର ପାଖାପାଖି ହେଲା ଭୋଟହାର

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ମତଦାନ ସମୟ ଶେଷ ହୋଇଛି । ସଂଧ୍ୟା ୬ ଟା ସୁଦ୍ଧା ବାଲେଶ୍ୱରରେ ମତଦାନ ହାର ୭୧% ଥିବା ବେଳେ ତିର୍ତ୍ତୋଲ୍ ରେ ମତଦାନ ହାର ରହିଛି ୬୯.୯% । ତେବେ ଶେଷ ସମୟରେ ବାଲେଶ୍ୱରର ୩୦ଟି ବୁଥ୍ ଓ ତିର୍ତ୍ତୋଲ୍ ର ୧୨୦ ବୁଥ୍ ରେ ମତଦାନ ଜାରି ରହିଥିବାରୁ ଭୋଟହାର ବୃଦ୍ଧି ପାଇପାରେ । ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଆଜି ସଂଧ୍ୟାରେ ପ୍ରେସ୍ ମିଟ୍ କରି ଏହି ସୂଚନା ଦେଇଛନ୍ତି ।

ଗତ ସାଧାରଣ ନିର୍ବାଚନରେ ବାଲେଶ୍ୱର ସଦର ଆସନରେ ଭୋଟହାର ୭୧.୨୯% ଥିଲା ବେଳେ ତିର୍ତ୍ତୋଲ୍ ରେ ଭୋଟହାର ଥିଲା ୭୪.୦୯% । ତେଣୁ ଉପନିର୍ବାଚନ ମତଦାନ ସମ୍ପୂର୍ଣ୍ଣ ହେବା ପରେ ଭୋଟହାର ପାଖାପାଖି ସେତିକି କିମ୍ବା ତା’ଠାରୁ ଅଧିକ ହୋଇପାରେ ବୋଲି ଶ୍ରୀ ଲୋହାନୀ କହିଛନ୍ତି ।

କିଛି ସ୍ଥାନରେ ଇଭିଏମ୍ ତ୍ରୁଟି ଯୋଗୁଁ ମତଦାନରେ ସାମାନ୍ୟ ବିଳମ୍ବ ହୋଇଥିଲେ ମଧ୍ୟ ମୋଟାମୋଟି ଶାନ୍ତିଶୃଙ୍ଖଳାର ସହ ଭୋଟ ଶେଷ ହୋଇଛି । କୋ÷ଣସି ସ୍ଥାନରେ ଗଣ୍ଡଗୋଳ ବା ସେଭଳି କିଛି ଘଟଣାର ରିପୋର୍ଟ ଆସିନାହିଁ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।

କୋଭିଡ୍ ପରିସ୍ଥିତିରେ ରାଜ୍ୟରେ ଏହା ଥିଲା ପ୍ରଥମ ନିର୍ବାଚନ । କୋଭିଡ କଟକଣା ମଧ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ମତଦାନ ଶେଷ ହୋଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଏହି ଦୁଇ ଆସନରେ ୧୫ ଜଣଙ୍କ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ ରେ ସିଲ୍ ହୋଇଛି । ଆସନ୍ତା ୧୦ ତାରିଖରେ ଭୋଟ ଗଣତି ହେବ ।

Previous Post

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସୋଆର ୭ ଗବେଷକ

Next Post

ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଉଠାଇନେଲା ମୁମ୍ବାଇ ପୁଲିସ

Next Post
ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଉଠାଇନେଲା ମୁମ୍ବାଇ ପୁଲିସ

ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଉଠାଇନେଲା ମୁମ୍ବାଇ ପୁଲିସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA