Thursday, April 30, 2026 10:54 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

by Our Correspondent
02 Jun, 2021- 06:34 PM
in Latest News, News
1 min read
0
ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଆଉ ନାହାନ୍ତି । କରୋନାରେ ଆକ୍ରାନ୍ତ ହୋଇ ସମ୍ ଅଲଟିମେଟ୍ ରେ ଚିକିତ୍ସିତ ହେଉଥିବା ବେଳେ ଆଜି ଆଖି ବୁଜି ଦେଇଛନ୍ତି । ତାଙ୍କୁ ୬୮ ବର୍ଷ ହୋଇଥିଲା । ଜଣେ ସରଳ, ଅମାୟିକ, ସ୍ପଷ୍ଟବାଦୀ ନେତା ଭାବେ ସମସ୍ତଙ୍କର ପ୍ରିୟପାତ୍ର ଥିବା ବିଜୟଶ୍ରୀଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

ଗତ ମାସ ୪ ତାରିଖରେ ବିଜୟଶ୍ରୀ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲ୍ ରେ ଭର୍ତ୍ତି ହୋଇଥିଲେ । ମାତ୍ର ତାଙ୍କ ଅବସ୍ଥାରେ ସୁଧାର ଆସି ନ ଥିଲା । ଆଜି ସକାଳୁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇପଡ଼ିଥିଲା । ଡାକ୍ତରମାନଙ୍କ ପ୍ରବଳ ଉଦ୍ୟମ ତ୍ତାଙ୍କୁ ବଞ୍ଚାଇ ପାରି ନ ଥିଲା ।

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନୀଳମଣି ରାଉତରାୟଙ୍କ ପୁତ୍ର ବିଜୟଶ୍ରୀ ସ୍କୁଲ ଓ କଲେଜ ଜୀବନରେ ଜଣେ ମେଧାବୀ ଛାତ୍ର ଥିଲେ । ସେ ଭୂଗୋଳରେ ଏମଏ ଗୋଲଡ ମେଡାଲିଷ୍ଟ ଥିଲେ । ପରବର୍ତ୍ତୀ ସମୟରେ ରାଜନୀତିରେ ମଧ୍ୟ ବେଶ୍ ସଫଳ ହୋଇଥିଲେ । ଭଦ୍ରକ ଜିଲ୍ଲା ବାସୁଦେବପୁର ନିର୍ବାଚନମଣ୍ଡଳୀରୁ ସେ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୯୦ ଓ ୧୯୯୫ରେ ଜନତା ଦଳ ଟିକେଟରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିଜେଡ଼ି ଟିକେଟରେ ୪ ଥର ବିଧାୟକ ହୋଇଥିଲେ । ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ସେ ବହୁବାର ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ରାଜସ୍ୱ, ସ୍ୱାସ୍ଥ୍ୟ ଓ ଜଙ୍ଗଲ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ପଦ ସୁଚାରୂ ଭାବେ ତୁଲାଇଥିଲେ ।

୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସେ ରାଜନୀତିରୁ ଅବସର ନେବାକୁ ମନସ୍ଥ କରି ନିର୍ବାଚନ ଲଢ଼ି ନ ଥିଲେ । ବିଜେଡ଼ିରୁ ତାଙ୍କ ପୁଅ ବିଷ୍ଣୁବ୍ରତ ଟିକେଟ ପାଇ ଜିତିଥିଲେ ।

ବିଜୟଶ୍ରୀଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ସବୁ ଦଳର ନେତୃମଣ୍ଡଳୀ ମଧ୍ୟ ଗଭୀର ଶୋକପ୍ରକାଶ କରିଛନ୍ତି ।

Previous Post

ଟିକା ସଙ୍କଟ: ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

Next Post

ବାତ୍ୟା କ୍ଷୟକ୍ଷତି ପରିମାଣ ୬୧୦ କୋଟି

Next Post
ବାତ୍ୟା କ୍ଷୟକ୍ଷତି ପରିମାଣ ୬୧୦ କୋଟି

ବାତ୍ୟା କ୍ଷୟକ୍ଷତି ପରିମାଣ ୬୧୦ କୋଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA