Tuesday, April 21, 2026 12:51 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଶ୍ୱକେଶନ ପିପିଲି କଂଗ୍ରେସ ପ୍ରାର୍ଥୀ

by Our Correspondent
23 Apr, 2021- 10:18 PM
in Latest News, News, Politics
1 min read
0
ବିଶ୍ୱକେଶନ ପିପିଲି କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର: ପିପିଲିରୁ କଂଗ୍ରେସ ପ୍ରାର୍ଥୀ ଭାବେ ଉପନିର୍ବାଚନ ଲଢ଼ିବେ ଯୁବନେତା ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର । ଏଆଇସିସି ପକ୍ଷରୁ ଆଜି ତାଙ୍କ ନାଁ ଘୋଷଣା କରାଯାଇଛି । ସ୍ୱର୍ଗତଃ ଅଜିତ ମଙ୍ଗରାଜଙ୍କ ଜାଗାରେ ବିଶ୍ୱକେଶନ ବିଜେଡ଼ିର ରୁଦ୍ର ପ୍ରତାପ ମହାରଥୀ ଏବଂ ବିଜେପିର ଆଶ୍ରିତ ପଟ୍ଟନାୟକଙ୍କୁ ଫାଇଟ୍ ଦେବେ ।

ଡେଲାଙ୍ଗ ବାସିନ୍ଦା ବିଶ୍ୱକେଶନ ପୁରୀ ଜିଲ୍ଲା କଂଗ୍ରେସ ସେବା ଦଳର ସାଂଗଠନିକ ମୁଖ୍ୟ ପଦବୀରେ ଅଛନ୍ତି । ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସର ଆଶାୟୀ ପ୍ରାର୍ଥୀ ତାଲିକାରେ ପୂର୍ବରୁ ତାଙ୍କର ନାଁ ନ ଥିଲା କି ମିଡ଼ିଆ ଚର୍ଚ୍ଚାରେ ଆଦୌ ନ ଥିଲେ । ତେବେ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ ତାଙ୍କ ପରିବାରରୁ କେହି ପ୍ରାର୍ଥୀ ହେବାକୁ ରାଜି ନ ହେବାରୁ ବିଶ୍ୱକେଶନଙ୍କ ନାଁ ଚର୍ଚ୍ଚାକୁ ଆସିଥିଲା ।

ପ୍ରାର୍ଥୀ ଚୟନ ପାଇଁ ପ୍ରଦୀପ ମାଝୀଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ନିଶିକାନ୍ତ ମିଶ୍ର ଏବଂ ମାନସ ଆଚାର୍ଯ୍ୟଙ୍କ ସହ ବିଶ୍ୱକେଶନଙ୍କ ନାଁ ବିଚାର କରିଥିଲେ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କେବଳ ବିଶ୍ୱକେଶନଙ୍କ ନାଁ ଦିଲ୍ଲୀକୁ ଅନୁମୋଦନ କରିଥିବା କୁହାଯାଉଛି । ଯାହା ଉପରେ ମୋହର ମାରିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ।

ଅନୁକମ୍ପା ଭୋଟ ହାତେଇବା ଲକ୍ଷ୍ୟରେ ସ୍ୱର୍ଗତ୍ ଅଜିତ୍ ମଙ୍ଗରାଜଙ୍କ ପରିବାରରୁ ତାଙ୍କ ପତ୍ନୀ କିମ୍ବା ଭାଇଙ୍କୁ ପ୍ରାର୍ଥୀ କରିବାକୁ କଂଗ୍ରେସ ନେତୃତ୍ୱ ପ୍ରଥମରୁ ଉଦ୍ୟମ କରିଥିଲେ ମଧ୍ୟ ସେଥିରେ ସଫଳ ହୋଇ ନ ଥିଲେ । ତେବେ ନୂଆ ମୁହଁ ବିଶ୍ୱକେଶନଙ୍କୁ ପ୍ରାର୍ଥୀ କରି ପିପିଲିରେ କଂଗ୍ରେସ ନୂଆ ଏକ୍ସପେରିମେଣ୍ଟ କରିଛି ।

Previous Post

ଟାଇମ୍‌ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗର ଶ୍ରେଷ୍ଠ ୨୦୧+ ବିଶ୍ୱବିଦ୍ୟାଳୟ ତାଲିକାରେ କିଟ୍‍

Next Post

ଅକ୍ସିଜେନ ଯୋଗାଇଲା ଓଡ଼ିଶା

Next Post
ଅକ୍ସିଜେନ ଯୋଗାଇଲା ଓଡ଼ିଶା

ଅକ୍ସିଜେନ ଯୋଗାଇଲା ଓଡ଼ିଶା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA