Tuesday, April 21, 2026 06:29 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଜେପି ଛାଡ଼ିଲେ ବିଶ୍ୱ ମଲ୍ଲିକ

ବିଜେଡ଼ିରେ ମିଶିବା ନେଇ ଚର୍ଚ୍ଚା

by Our Correspondent
20 Oct, 2021- 05:19 PM
in Latest News, News, Politics
1 min read
0
ବିଜେପି ଛାଡ଼ିଲେ ବିଶ୍ୱ ମଲ୍ଲିକ

ଭୁବନେଶ୍ୱର: ଯାଜପୁର ଜିଲ୍ଲା ବରୀର ଯୁବନେତା ତଥା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଶ୍ୱରଞ୍ଜନ ମଲ୍ଲିକ ବିଜେପି ଛାଡ଼ିଛନ୍ତି । ଦଳର ପ୍ରାଥମିକ ସଦସ୍ୟତାରୁ ସେ ଇସ୍ତଫା ଦେଇଛନ୍ତି । ତାଙ୍କ ସହ ବରୀ ବ୍ଲକ୍ ଅଧ୍ୟକ୍ଷ ସୁବାସିନୀ ଶର୍ମା, ଉପାଧ୍ୟକ୍ଷ ରମେଶ ଚନ୍ଦ୍ର ଭଞ୍ଜ ଏବଂ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜିତା ସାମଲ ମଧ୍ୟ ବିଜେପି ଛାଡ଼ିଛନ୍ତି । ବିଜେପି ଦେଇଥିବା ଦାୟିତ୍ୱ ନିର୍ବାହ କରିବାରେ ସେମାନେ ସମର୍ଥ ନ ଥିବା ଶ୍ରୀ ମଲ୍ଲିକ ଓ ତାଙ୍କର ଏହି ସମର୍ଥକମାନେ ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଥିବା ଇସ୍ତଫାପତ୍ରରେ ଜଣାଇଛନ୍ତି ।

ଏକଦା କଂଗ୍ରେସର ଏହି ବିଶିଷ୍ଟ ଯୁବନେତା ୨୦୧୭ ମସିହାରେ ଦଳରୁ ଇସ୍ତଫା ଦେଇ ବିଜେପିରେ ଯୋଗଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବିଜେପିରେ ମିଶିଥିବା ବିଶ୍ୱରଞ୍ଜନ ପରବର୍ତ୍ତୀ ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ଖାସ୍ ଲୋକ ଭାବେ ପରିଚିତ ହୋଇଥିଲେ । ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ଟିକେଟରେ ସେ ବରୀ ଆସନରୁ ଲଢ଼ି ମାତ୍ର ୪୦୬୨ ଭୋଟରେ ବିଜେଡ଼ି ପ୍ରାର୍ଥୀ ସୁନନ୍ଦା ଦାସଙ୍କଠାରୁ ପରାସ୍ତ ହୋଇଥିଲେ ।

ଆଗକୁ ପଞ୍ଚାୟତ ନିର୍ବାଚନ ଥିବା ବେଳେ ବିଜେପିରୁ ବିଶ୍ୱରଞ୍ଜନ ଏବଂ ତାଙ୍କ ସମର୍ଥକଙ୍କ ଇସ୍ତଫା ଦଳ ପାଇଁ ଶକ୍ତ ଧକ୍କା ହୋଇଛି । ବିଶ୍ୱରଞ୍ଜନ ବିଜେଡ଼ିକୁ ଯିବା ନେଇ ଚର୍ଚ୍ଚା ହେଉଛି । ଏହା ଏକପ୍ରକାର ଚୂଡ଼ାନ୍ତ ହୋଇଥିବା ତାଙ୍କର କିଛି ସମର୍ଥକ ମହଲରୁ ସୂଚନା ମିଳୁଛି । ତେବେ ଏ ସମ୍ପର୍କରେ ବିଜେଡ଼ି ମହଲରୁ କୌଣସି ସୂଚନା ମିଳିନାହିଁ ।

Previous Post

ମମିତାଙ୍କୁ କାର୍ ଭିତରେ ହତ୍ୟା କରିଥିଲେ ଗୋବିନ୍ଦ

Next Post

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ହୁଲସ୍ତୁଲ

Next Post
ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ହୁଲସ୍ତୁଲ

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ହୁଲସ୍ତୁଲ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA