Friday, June 26, 2026 07:07 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଶିକ୍ଷାନୁଷ୍ଠାନ ମୂଲ୍ୟାୟନରେ ରାଜନୀତି ଅଭିଯୋଗ ଆଣିଲା ବିଜେଡି

by Our Correspondent
08 Jul, 2023- 10:22 PM
in Latest News, News
1 min read
0
ଶିକ୍ଷାନୁଷ୍ଠାନ ମୂଲ୍ୟାୟନରେ ରାଜନୀତି ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର: ୨୦୨୧-୨୨ ଶିକ୍ଷାବର୍ଷ ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ପ୍ରଦର୍ଶନ ସୂଚକାଙ୍କ-୨.୦ରେ ଓଡ଼ିଶା ୨୪ତମ ସ୍ଥାନରେ ଅଛି । ୨୦୨୦-୨୧ ଶିକ୍ଷାବର୍ଷରେ ଓଡ଼ିଶା ୧୦ମ ସ୍ଥାନରେ ଥିଲା । ଗତକାଲି ପ୍ରକାଶିତ ଏହି ସୂଚକାଙ୍କରେ ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ ଥିବା ବେଳେ ବିଜୁ ଜନତା ଦଳ ଏଥିରେ ରାଜନୀତି ହୋଇଥିବା ଅଭିଯୋଗ କରିଛି । ଦଳର ରାଜ୍ୟସଭା ସାଂସଦ ଡ. ସସ୍ମିତ୍ ପାତ୍ର ଏହାକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି ।

ଡ. ପାତ୍ର କହିଛନ୍ତି ଓଡିଶାର ଶିକ୍ଷାନୁଷ୍ଠାନଗୁଡିକର ମୂଲ୍ୟାୟନ କ୍ଷେତ୍ରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ରାଜନୀତି କରୁଛନ୍ତି । ଗ୍ରାମୀଣ ଗୃହନିର୍ମାଣ, ମନରେଗା, ଦକ୍ଷତା ବିକାଶ, କ୍ରୀଡ଼ା ପ୍ରୋତ୍ସାହନ, ବିପର୍ଯ୍ୟୟ ପରିଚାଳନା ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଉକ୍ରୃଷ୍ଟ ପ୍ରଦର୍ଶନ ପାଇଁ ଓଡିଶା କେନ୍ଦ୍ର ସରକାରଙ୍କ ଦ୍ୱାରା ପୁରସ୍କୃତ ହେଉଥିବାବେଳେ ଶିକ୍ଷା କ୍ଷେତ୍ରରେ ଏଭଳି ରାଙ୍କିଙ୍ଗ୍ ଅନେକଙ୍କୁ ଆଶ୍ଚର୍ଯ୍ୟ କରୁଛି ।  ଓଡିଶାରେ ପ୍ରାୟ ୮୦୦୦ ହାଇସ୍କୁଲରେ ରୂପାନ୍ତରଣ କରାଯାଉଛି ଯାହାକି ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଉଚ୍ଚମାନର ଶିକ୍ଷା ପ୍ରଦାନ କରୁଛି । ଓଡ଼ିଶା ଆରମ୍ଭ କରିଥିବା ମୋ ସ୍କୁଲ ଅଭିଯାନ ଯାହା କି ଦେଶରେ ଅତୁଳନୀୟ ଏବଂ ଏହାକୁ ସାରା ରାଜ୍ୟରେ ପ୍ରଶଂସା କରାଯାଉଛି। ମାତ୍ର ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟଗୁଡ଼ିକର ପର୍ଫମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (ପିଜିଆଇ) ରିପୋର୍ଟରେ ଓଡିଶା ରାଙ୍କିଙ୍ଗ୍ କିଭଳି ହ୍ରାସ୍ ହେଲା ବୋଲି ସେ ପ୍ରଶ୍ନ କରିଛନ୍ତି । 

ଏଥିରୁ ସ୍ପଷ୍ଟ ଜଣାପଡୁଛି ଯେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଓଡିଶାର ଶିକ୍ଷା ବ୍ୟବସ୍ଥାକୁ ଖରାପ ଭାବେ ଦର୍ଶାଇବା ଏବଂ ଓଡିଶାବାସୀଙ୍କୁ ବଦନାମ କରିବା ପାଇଁ ଏହା ଏକ ସୁଚିନ୍ତିତ ପ୍ରୟାସ । ଆଶ୍ଚର୍ଯ୍ୟର କଥା ଯେ ଉତ୍କଳ ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ମାନ୍ୟତାରେ ମଧ୍ୟ ହ୍ରାସ କରାଯାଇଛି ।
ଏହା ଅତ୍ୟନ୍ତ ଦୁଃଖଦାୟକ ଏବଂ ଦୁର୍ଭାଗ୍ୟଜନକ ଯେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଓଡିଶାର ଶିକ୍ଷା ବ୍ୟବସ୍ଥାର ମୂଲ୍ୟାୟନ କ୍ଷେତ୍ରରେ ଏଭଳି ରାଜନୀତିରେ ଲିପ୍ତ ଅଛି । ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଦିଆଯାଇଥିବା ମୂଲ୍ୟାୟନକୁ ଆମେ ମାନ୍ୟତା ଦେଉ ନାହୁଁ କାରଣ ଏହା ଯୋଗ୍ୟତା ଅପେକ୍ଷା ରାଜନୀତି ସହିତ ଅଧିକ ଜଡିତ ଅଟେ ବୋଲି ଡ. ପାତ୍ର କହିଛନ୍ତି ।

Previous Post

୮ ଦିନିଆ ବେଲଜିୟମ ଗସ୍ତରେ ମନ୍ତ୍ରୀ ଅତନୁ

Next Post

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ‘୫-ଟି’ ଛାଟ

Next Post
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ‘୫-ଟି’ ଛାଟ

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ '୫-ଟି' ଛାଟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA