Saturday, April 25, 2026 10:00 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୩ ବରିଷ୍ଠ ନେତାଙ୍କୁ ଝାରସୁଗୁଡ଼ା ଦାୟିତ୍ୱ

ବିଜେଡିର ଉପନିର୍ବାଚନ ରଣନୀତି

by Our Correspondent
04 Apr, 2023- 04:45 PM
in Latest News, News, Politics
1 min read
0
୩ ବରିଷ୍ଠ ନେତାଙ୍କୁ ଝାରସୁଗୁଡ଼ା ଦାୟିତ୍ୱ

ଭୁୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପରିଚାଳନା ଦାୟିତ୍ୱ ବରିଷ୍ଠ ନେତାଙ୍କ ଉପରେ ଛାଡ଼ିଛି ବିଜେଡି । ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର ଏବଂ ସାରଦା ପ୍ରସାଦ ନାୟକଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ସଭାପତିଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ନିର୍ଦ୍ଦେଶନାମା ଜାରି ହୋଇଛି ।

ଝାରସୁଗୁଡ଼ା ଉପନିର୍ବାଚନରେ ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି । ନିର୍ବାଚନ ତାରିଖ ଘୋଷଣା ହେବାର ଦୁଇ ଦିନରେ ଗତ ମାର୍ଚ୍ଚ ୩୧ ତାରିଖ ଦିନ ବିଜେଡି ସଭାପତି ତଥା ମୁଖ୍ୟ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲେ ।

ମେ’ ୧୦ ରେ ଉପନିର୍ବାଚନ ଭୋଟ ହେବ । ଏପ୍ରିଲ୍ ୨୦ ତାରିଖ ନାମାଙ୍କନପତ୍ର ଦାଖଲର ଶେଷ ଦିନ ରହିଛି । ତେବେ ତାରିଖ ଘୋଷଣା ହେଉ ହେଉ ବିଜେଡି ଦଳୀୟ ପ୍ରାର୍ଥୀ ଘୋଷଣା କରିବା ସହିତ ଉପନିର୍ବାଚନ କସରତ ଆରମ୍ଭ କରିଦେଇଛି । ଯେଉଁଥିରେ ୩ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ଖୁବ୍ ଶୀଘ୍ର ବ୍ଲକ୍ ଓ ପଞ୍ଚାୟତୱାରୀ ଦାୟିତ୍ୱ ବଣ୍ଟନ କରାଯିବ ବୋଲି ସୂଚନା ମିଳିଛି ।

ସେପଟେ କଂଗ୍ରେସରୁ ୭ ଜଣ ସମ୍ଭାବ୍ୟ ପ୍ରାର୍ଥୀଙ୍କ ନାଁ ଏଆଇସିସିକୁ ପଠାଯାଇଛି । ପ୍ରାର୍ଥୀ ଚୟନ ପାଇଁ ଗଠିତ କମିଟି ଆଜି ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନାଁ ଦେଲା ପରେ ସେ ଏଆଇସିସିକୁ ପଠାଇ ଦେଇଛନ୍ତି । ଖୁବ୍ ଶୀଘ୍ର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ ବୋଲି ପିସିସି ସଭାପତି କହିଛନ୍ତି ।

ବିଜେପି ପ୍ରାର୍ଥୀ ଚୟନ କାର୍ଯ୍ୟ ମଧ୍ୟ ସରିପାରୁନାହିଁ । ଟଙ୍କଧର ତ୍ରିପାଠୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଅଧିକ ଚର୍ଚ୍ଚା ହେଉଥିଲେ ମଧ୍ୟ ଦଳ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ତେବେ ଦିନେ ଦୁଇ ଦିନ ମଧ୍ୟରେ ପ୍ରାର୍ଥୀ ଘୋଷଣା ହୋଇଯିବ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି ।

 

Previous Post

ଜାପାନରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

Next Post

ଓଡ଼ିଶାରେ ମେଗା ଷ୍ଟିଲ୍ ପାଣ୍ଟ କରିବ ନିପ୍ପନ

Next Post
ଓଡ଼ିଶାରେ ମେଗା ଷ୍ଟିଲ୍ ପାଣ୍ଟ କରିବ ନିପ୍ପନ

ଓଡ଼ିଶାରେ ମେଗା ଷ୍ଟିଲ୍ ପାଣ୍ଟ କରିବ ନିପ୍ପନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA