Sunday, April 26, 2026 08:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବବିଙ୍କ ଦାୟିତ୍ୱରେ ଢ଼େଙ୍କାନାଳ ଓ ସମ୍ବଲପୁର ଲୋକସଭା କ୍ଷେତ୍ର

ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ତାଲିକା

by Our Correspondent
27 Mar, 2023- 02:50 PM
in Latest News, News, Politics
1 min read
0
ବବିଙ୍କ ଦାୟିତ୍ୱରେ ଢ଼େଙ୍କାନାଳ ଓ ସମ୍ବଲପୁର ଲୋକସଭା କ୍ଷେତ୍ର

ଭୁୁବନେଶ୍ୱର: ବିଜେଡିର ନୂଆ ଜିଲ୍ଲା-ପର୍ଯ୍ୟବେକ୍ଷକ ତାଲିକା ପ୍ରକାଶ ପାଇଛି । ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମାନଙ୍କୁ ନିଯୁକ୍ତି ଦେଇଛନ୍ତି । ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ(ବବି) ଦାସଙ୍କୁ ସର୍ବାଧିକ ୪ ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି । ସେହି ଜିଲ୍ଲାଗୁଡ଼ିକ ହେଲା ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝର ଏବଂ ସମ୍ବଲପୁର । ଏହି ହିସାବରେ ଢ଼େଙ୍କାନାଳ ଓ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ଦଳୀୟ ରଣନୀତି ସମ୍ପୂର୍ଣ୍ଣ ଭାବରେ ତାଙ୍କ ଉପରେ ନ୍ୟସ୍ତ କରାଯାଇଛି ।

ପୂର୍ବଭଳି ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଜପତି ଓ ରାୟଗଡ଼ା ଜିଲ୍ଲା ଦାୟିତ୍ୱରେ ରହିବେ । ସେହିଭଳି କୋରାପୁଟ ଓ ମାଲକାନଗିରି ଜିଲ୍ଲା ଦାୟିତ୍ୱ ପୂର୍ବଭଳି ଦିବ୍ୟଶଙ୍କର ମିଶ୍ର ବୁଝିବେ । ତେବେ ନୂଆ ଜିଲ୍ଲା ପର୍ଯ୍ୟବେକ୍ଷକ ତାଲିକାରୁ ମନ୍ତ୍ରୀ ଉଷା ଦେବୀ, ଟୁକୁନି ସାହୁ ଏବଂ ରୋହିତ୍ ପୂଜାରୀ ବାଦ୍ ପଡ଼ିଛନ୍ତି । ଉଷା ଦେବୀଙ୍କ ଜାଗାରେ କଟକ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ନିଯୁକ୍ତି ଦିଆଯାଇଛି । ସେହିଭଳି ନୂଆପଡ଼ା ଜିଲ୍ଲା ଦାୟିତ୍ୱରୁ ଟୁକୁନି ସାହୁଙ୍କୁ ହଟାଯାଇ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଦିଆଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ଦାୟିତ୍ୱରୁ ରୋହିତ ପୂଜାରୀଙ୍କୁ ହଟାଯାଇ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ଦିଆଯାଇଛି ।

ଭୁବନେଶ୍ୱର ମହାନଗର ନିଗମର ପୁରୁଖା କର୍ପୋରେଟର ତଥା ଟାଣୁଆ ଯୁବନେତା ଅମରେଶ(ବାଇଁଆ) ଜେନାଙ୍କୁ ଦେବଗଡ଼ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନୂଆ କରି ନିଯୁକ୍ତି ଦିଆଯାଇଛି । ପୂର୍ବରୁ ଏହି ଜିଲ୍ଲା ସୁଶାନ୍ତ ସିଂହଙ୍କ ପାଖରେ ଥିଲା ।

ବିଜେଡି ପର୍ଯ୍ୟବେକ୍ଷକ ତାଲିକା

ଅନୁଗୁଳ- ପ୍ରଣବ ପ୍ରକାଶ ଦାସ
ବାଲେଶ୍ୱର- ପ୍ରତାପ କେଶରୀ ଦେବ
ବରଗଡ଼- ସୁଧୀର କୁମାର ସାମଲ
ଭଦ୍ରକ- ପ୍ରତାପ ଜେନା
ବଲାଙ୍ଗୀର- ସୁଶାନ୍ତ ସିଂହ
ଦେବଗଡ଼- ଅମରେଶ ଜେନା
କଟକ- ପ୍ରଫୁଲ୍ଲ ମଲ୍ଲିକ
ଢ଼େଙ୍କାନାଳ- ପ୍ରଣବ ପ୍ରକାଶ ଦାସ
ଗଜପତି- ଅତନୁ ସବ୍ୟସାଚୀ ନାୟକ
ରାୟଗଡ଼ା- ଅତନୁ ସବ୍ୟସାଚୀ ନାୟକ
ଜଗତସିଂହପୁର- ଡ. ଅରୁଣ କୁମାର ସାହୁ
କନ୍ଧମାଳ- ବିଜୟ ନାୟକ
କେନ୍ଦ୍ରାପଡ଼ା- ଶ୍ରୀମତୀ ପ୍ରମିଳା ମଲ୍ଲିକ
କେନ୍ଦୁଝର- ପ୍ରଣବ ପ୍ରକାଶ ଦାସ
ଖୋର୍ଦ୍ଧା- ରବୀନ୍ଦ୍ର କୁମାର ଜେନା
କୋରାପୁଟ- ଦିବ୍ୟଶଙ୍କର ମିଶ୍ର
ମାଲକାନଗିରି- ଦିବ୍ୟଶଙ୍କର ମିଶ୍ର
ନବରଙ୍ଗପୁର- ଈଶ୍ୱର ପାଣିଗ୍ରାହୀ
ନୟାଗଡ଼- ପଦ୍ମନାଭ ବେହେରା
ନୂଆପଡ଼ା- ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ
ପୁରୀ- ରଣେନ୍ଦ୍ର ପ୍ରତାପ ସ୍ୱାଇଁ
ସମ୍ବଲପୁର- ପ୍ରଣବ ପ୍ରକାଶ ଦାସ
ସୁନ୍ଦରଗଡ଼- ପ୍ରୀତିରଞ୍ଜନ ଘଡ଼େଇ
କଳାହାଣ୍ଡି- ପ୍ରଣବ ବଳବନ୍ତରାୟ
ଗଞ୍ଜାମ- ପ୍ରଦୀପ କୁମାର ଅମାତ
ବୌଦ୍ଧ- ସୌଭାଗ୍ୟ ନାୟକ
ଯାଜପୁର- ଅଶୋକ ଚନ୍ଦ୍ର ପଣ୍ଡା
ଝାରସୁଗୁଡ଼ା- ସାରଦା ପ୍ରସାଦ ନାୟକ
ମୟୁରଭଞ୍ଜ- ପ୍ରଶାନ୍ତ ମୁଦୁଲି
ସୁବର୍ଣ୍ଣପୁର- ଦେବେଶ ଆଚାର୍ଯ୍ୟ

 

Previous Post

ଜୋସ୍ ଭରିଲେ ମନମୋହନ

Next Post

ବିଜେଡି ରଣନୀତିରୁ ବଡ଼ ସଙ୍କେତ

Next Post
ବିଜେଡି ରଣନୀତିରୁ ବଡ଼ ସଙ୍କେତ

ବିଜେଡି ରଣନୀତିରୁ ବଡ଼ ସଙ୍କେତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA