Saturday, April 25, 2026 06:02 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କାହାର କେତେ ଦମ୍ ?

ବିଜେଡ଼ି-ବିଜେପି 'ଦମ୍' ପଲିଟିକ୍ସ

by Our Correspondent
21 Nov, 2021- 09:46 PM
in Latest News, News
1 min read
0
କାହାର କେତେ ଦମ୍ ?

ଭୁବନେଶ୍ୱର: ମମିତା ମେହେର ମାମଲା ଏବଂ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ଅଭିଯୋଗକୁ ନେଇ ଦୁଇ ଦିନ ତଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ନିଶାନା କରିଥିଲେ । ନୈତିକତାର ପାଠ ପଢ଼ାଇଥିଲେ । ତେବେ ଧର୍ମେନ୍ଦ୍ରଙ୍କୁ ଏହାର କଡ଼ା ଜବାବ ଦେଇଥିଲେ ବିଜେଡ଼ି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ(ବବି) ଦାସ । ଦମ୍ ଥିଲେ ପୁଲିସ କିମ୍ବା ଉଚ୍ଚ ନ୍ୟାୟାଳୟରେ ପ୍ରମାଣ ଦିଅନ୍ତୁ ବୋଲି ଆହ୍ୱାନ ଦେଇଥିଲେ ।

ବିଜେପି ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ ଆଜି ବବିଙ୍କୁ ଏହାର ଜବାବ ଦେଇଛନ୍ତି । ସେ କହିଛନ୍ତି, ପ୍ରଣବ ପ୍ରକାଶ ଆଇନ ବିଷୟରେ ଅଜ୍ଞ । ଏଭଳି ବୟାନ ତାଙ୍କର ଅଜ୍ଞତା ଓ ଅହଂକାରର ପରିପ୍ରକାଶ । ଗୋଟିଏ ପଟେ ମହାଲିଙ୍ଗ ମାମଲାରେ ରାଜ୍ୟ ସରକାର ପ୍ରମାଣ ମାଗୁଛନ୍ତି । ଅଥଚ ମାହାଙ୍ଗା ମାମଲାରେ ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନାହିଁ । ବବିଙ୍କର ଯଦି ଦମ୍ ଅଛି ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦିଅନ୍ତୁ । ଗୃହ ଓ ଆଇନ ମନ୍ତ୍ରୀଙ୍କୁ ବହିଷ୍କାର କରି ସିବିଆଇ ତଦନ୍ତ କରାନ୍ତୁ ।

ଅନ୍ୟପକ୍ଷରେ ପୀତାମ୍ବରଙ୍କୁ ଜବାବ ଦେଇଛନ୍ତି ବିଜେଡ଼ି ମୁଖପାତ୍ର ଲେନିନ୍ ମହାନ୍ତି । ସେ କହିଛନ୍ତି, ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଜଣେ ବରିଷ୍ଠ ଆଇନଜୀବୀ ଯିଏ କି ଆଇନ୍ କୁ ଭଲ ଭାବେ ଜାଣନ୍ତି । ମୁଁ ତାଙ୍କ ଭଳି ଜଣେ ବରିଷ୍ଠ କିମ୍ବା ଅଭିଜ୍ଞ ନୁହେଁ, କିନ୍ତୁ ମତେ ଖରାପ ଲାଗୁଛି ଯେ ଏଭଳି ଜଣେ ବରିଷ୍ଠ ଆଇନଜୀବୀଙ୍କୁ ଓଡ଼ିଶା ବିଜେପି ନିଜର ସଙ୍କୀର୍ଣ୍ଣ ରାଜନୈତିକ ଏଜେଣ୍ଡା ପାଇଁ ପରିହାସର ପାତ୍ରରେ ପରିଣତ କରିଦେଇଛି । ସେ ଏବେ ନିଜକୁ ଅଭିଶାପ ଦେଉଥିବେ ଯେ ସେ କାହିଁକି ଓଡ଼ିଶା ବିଜେପିରେ ଯୋଗଦେଲେ ଏବଂ ଏଭଳି ମିଥ୍ୟା ବିବୃତ୍ତି ଦେଇ ନିଜର ଆଇନ୍ ବୃତ୍ତିକୁ କାହିଁକି ଅସମ୍ମାନ କରୁଛନ୍ତି । ଓଡ଼ିଶା ବିଜେପିରେ ତାଙ୍କର ଏଭଳି ସ୍ଥିତି ଦେଖି ମୋତେ ଦୟା ଆସୁଛି ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

Previous Post

ସୂର୍ଯ୍ୟମଣି ମିଶ୍ରଙ୍କ ପ୍ରବନ୍ଧ ସଂକଳନ “କ୍ଷମତାର ଚରିତ୍ର” ଉନ୍ମୋଚିତ

Next Post

ଫୁଲବାଣୀରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Next Post
ଫୁଲବାଣୀରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA