Saturday, March 14, 2026 02:32 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅପରାଧୀ ଉପରମୁହାଁ, ସରକାର ଉପାୟଶୂନ୍ୟ: ବିଜେଡି

ବିଜେପି ସଂଖ୍ୟାଲଘୁ ସେଲ୍ ସଭାପତିଙ୍କ ପତ୍ନୀ ଧର୍ମଶାଳା ବିଧାୟକଙ୍କ ଦ୍ୱାରା ନିର୍ଯାତିତ

by Our Correspondent
31 Jul, 2025- 11:09 PM
in Latest News, News
1 min read
0
ଅପରାଧୀ ଉପରମୁହାଁ, ସରକାର ଉପାୟଶୂନ୍ୟ: ବିଜେଡି

ଭୁବନେଶ୍ୱର: ନାରୀ ନିର୍ଯାତନାକୁ ନେଇ ସମଗ୍ର ରାଜ୍ୟ ଉଦବିଗ୍ନ ଥିଲାବେଳେ ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ମହିଳାଙ୍କୁ ଧର୍ମଶାଳା ବିଧାୟକଙ୍କ ଅସଦାଚରଣ ଘଟଣାରେ ପୁଲିସ୍ ଏତଲା ଗ୍ରହଣ ନ କରିବା ଉଦବେଗଜନକ ବୋଲି କହିଛି ବିଜୁ ଜନତା ଦଳ ।

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ଦଳର ପିଏସି ସଦସ୍ୟା ଶ୍ରୀମତୀ ଟୁକୁନି ସାହୁ କହିଛନ୍ତି ଯେ, ବିଜେପି ସରକାରରେ ରାଜ୍ୟରେ ମହିଳାମାନେ କୌଣସି କ୍ଷେତ୍ରରେ ସୁରକ୍ଷିତ ନାହାନ୍ତି । ପ୍ରତିଦିନ ରାଜ୍ୟରେ ଘଟୁଥିବା ନାରୀ ନିର୍ଯାତନା ଘଟଣା ପାଇଁ ଓଡ଼ିଶା ଦେଶରେ ନିନ୍ଦିତ ହେଉଛି ।

ଦଳର ମୁଖପାତ୍ର ଶ୍ରୀମତୀ ଇପସିତା ସାହୁ କହିଥିଲେ ଯେ, ବିଜେପି ସରକାରରେ ମହିଳା ଓ ଛାତ୍ରୀମାନେ ପ୍ରତ୍ୟେକ ଦିନ ନିର୍ଯାତନାର ଶିକାର ହେଉଥିବା ବେଳେ ଯାଜପୁର ଜିଲ୍ଲାରେ ଏକ ଅଭାବନୀୟ ନାରୀ ନିର୍ଯାତନାର ଖବର ସାମ୍ନାକୁ ଆସିଛି । ବିଜେପି ସଂଖ୍ୟାଲଘୁ ସେଲ୍ର ସଭାପତିଙ୍କ ପତ୍ନୀଙ୍କୁ ତାଙ୍କ ଝିଅ ସାମ୍ନାରେ ଧର୍ମଶାଳା ବିଧାୟକଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇ ପୁଲିସ୍ ର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ତାଙ୍କର ଏତଲାକୁ ପୋଲିସ୍ ଏ ପର୍ଯ୍ୟନ୍ତ ଗ୍ରହଣ କରୁନାହିଁ । ତାଙ୍କ ସ୍ୱାମୀଙ୍କୁ ଧର୍ମଶାଳାରେ ବ୍ୟବସାୟ କରିବା ପାଇଁ ହେଲେ ମାସିକ ଦାଦାବାଟି ଦେବାକୁ ପଡ଼ିବ ବୋଲି ବିଧାୟକ ଧମକ ଦେଉଛନ୍ତି ବୋଲି ସେ ତାଙ୍କ ଏତଲାରେ ଦର୍ଶାଇଥିଲେ ମଧ୍ୟ ପୁଲିସ୍ ଏପର୍ଯ୍ୟନ୍ତ ବିଧାୟକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ ।

ସେହିପରି ଯାଜପୁର ଜିଲ୍ଲାରେ ଜଣେ କର୍ତ୍ତବ୍ୟରତ ମହିଳା ଏଏସ୍ଆଇଙ୍କୁ ଥାନା ଭିତରେ ବିଜେପି ସମର୍ଥକମାନେ ଅସଭ୍ୟ ଭାଷାରେ ଗାଳିଗୁଲଜ ସହ ଅପାମାନିତ କରିଥିଲେ । ଏହି ଘଟଣାକୁ ନେଇ ମହିଳା ଏଏସ୍ଆଇ ଯାଜପୁର ପୁଲିସ୍ ପ୍ରଶାସନ ନିକଟରେ ଫେରାଦ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ଏଥିରୁ ଜଣାପଡୁଛି ଧର୍ମଶାଳା ବିଧାୟକଙ୍କ ଧନବଳ ଆଗରେ ରାଜ୍ୟ ବିଜେପି ସଭାପତି ଓ ମୁଖ୍ୟମନ୍ତ୍ରୀ ମହୋଦୟ ଅସହାୟ ହୋଇପଡ଼ିଛନ୍ତି ।

ସେହିପରି ଦଳର ମୁଖପାତ୍ର ସୋଫିଆ ଆଲାମ କହିଥିଲେ ଯେ, ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟର ମହିଳାମାନେ ନିର୍ଯାତନାର ଶିକାର ହୋଇ ଥାନାର ଦ୍ୱାରସ୍ଥ ହେଉଥିଲେ ମଧ୍ୟ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ୍ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ଦୁର୍ଭାଗ୍ୟଜନକ । ଏଠି ଅପରାଧୀ ଉପରମୁହାଁ ହୋଇଥିବା ବେଳେ ସରକାର ଉପାୟଶୂନ୍ୟ ହୋଇପଡ଼ିଛନ୍ତି ।

Previous Post

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନରେ ଲାଗିବ ୭୫ ଲକ୍ଷ ଗଛ

Next Post

ବିସ୍ଥାପିତଙ୍କ ପାଇଁ କଂଗ୍ରେସ ଲଢ଼ିବ : ଭକ୍ତ ଦାସ

Next Post
ବିସ୍ଥାପିତଙ୍କ ପାଇଁ କଂଗ୍ରେସ ଲଢ଼ିବ : ଭକ୍ତ ଦାସ

ବିସ୍ଥାପିତଙ୍କ ପାଇଁ କଂଗ୍ରେସ ଲଢ଼ିବ : ଭକ୍ତ ଦାସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA